ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ସିଜିନ୍ -୯ ପାଇଁ ଶନିବାର ଖେଳାଳି ନିଲାମୀ ପ୍ରକ୍ରିୟା ଚାଲିଛି। ଅଷ୍ଟ୍ରେଲିଆର ସେନ୍ ୱାଟସନ୍ଙ୍କୁ ୯.୫ କୋଟି ଟଙ୍କାରେ କିଣିଲା ରୟାଲ ଚାଲେଞ୍ଜର୍ସ ବାଙ୍ଗଲୋର। ସାଉଥ୍ ଆଫ୍ରିକାର ଦ୍ରୁତ ବୋଲର୍ ଷ୍ଟେନ୍ ଓ ୱେଷ୍ଟଇଣ୍ଡିଜ୍ର ଡାୱେନ୍ ସ୍ମିଥଙ୍କୁ ୨.୩ କୋଟିରେ କିଣିଲା ଗୁଜରାଟ।
ଭାରତୀୟ ଦଳର ବ୍ୟାଟସମ୍ୟାନ୍ ଯୁବରାଜ ସିଂଙ୍କୁ ୭ କୋଟିରେ ନେଲା ସନରାଇଜର୍ସ ହାଇଦ୍ରାବାଦ। ସେହିପରି ପୁନେ ପାଇଁ ୩.୮ କୋଟି ଟଙ୍କାରେ ଇଶାନ୍ତ ଶର୍ମା ଖେଳିବା ସହ ୩.୫ କୋଟି ଟଙ୍କାରେ ଖେଳିବେ ପିଟରସେନ୍। ଆଶିଷ ନେହରାଙ୍କୁ ୫.୫ କୋଟିରେ କିଣିଲା ସନରାଇଜର୍ସ ହାଇଦ୍ରାବାଦ। ସଞ୍ଜୁ ସାମସାନଙ୍କୁ ୪.୨ କୋଟିରେ କିଣିଲା ଦିଲ୍ଲୀ ଡେୟାର ଡେଭିସ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।