ଆଜିଠୁ ଆଇପିଏଲ୍ ୨୦୨୨ ପାଇଁ ନିଲାମୀ; ଟପ୍ ଟେନ୍‌ରେ ୪ ଭାରତୀୟ

ବେଙ୍ଗଲୁରୁ: ଆଜିଠାରୁ ଆରମ୍ଭ ହେଉଛି ଆଇପିଏଲ୍ ୨୦୨୨ ପାଇଁ ଖେଳାଳି ନିଲାମୀ । ଦୁଇ ଦିନ ବେଙ୍ଗଳୁରୁରେ ଚାଲିବ ଏହି ମେଗା ଅକ୍ସନ । ୨୦୨୨ ଆଇପିଏଲ୍‌ରେ ମୋଟ ୫୯୦ ଖେଳାଳିଙ୍କ ନିଲାମି  ହେବ  । ଏଥିରେ ୩୭୦ ଭାରତୀୟ ଖେଳାଳି ଥିବା ବେଳେ ୨୨୦ ବିଦେଶୀ ଖେଳାଳି ରହିଛନ୍ତି । ଏମାନଙ୍କ ମଧ୍ୟରୁ ୨୨୮ କ୍ୟାପଡ୍ ଏବଂ ୩୫୫ ଅନକ୍ୟାପଡ୍  ଖେଳାଳି ରହିଛନ୍ତି  । ନିଲାମ ପାଇଁ ୨ କୋଟି ଟଙ୍କା ସର୍ବାଧିକ ରିଜର୍ଭ ଦର […]

ipl

ipl

Niharika Rout
  • Published: Saturday, 12 February 2022
  • Updated: 12 February 2022, 10:41 AM IST

Sports

Latest News

ବେଙ୍ଗଲୁରୁ: ଆଜିଠାରୁ ଆରମ୍ଭ ହେଉଛି ଆଇପିଏଲ୍ ୨୦୨୨ ପାଇଁ ଖେଳାଳି ନିଲାମୀ । ଦୁଇ ଦିନ ବେଙ୍ଗଳୁରୁରେ ଚାଲିବ ଏହି ମେଗା ଅକ୍ସନ । ୨୦୨୨ ଆଇପିଏଲ୍‌ରେ ମୋଟ ୫୯୦ ଖେଳାଳିଙ୍କ ନିଲାମି  ହେବ  । ଏଥିରେ ୩୭୦ ଭାରତୀୟ ଖେଳାଳି ଥିବା ବେଳେ ୨୨୦ ବିଦେଶୀ ଖେଳାଳି ରହିଛନ୍ତି । ଏମାନଙ୍କ ମଧ୍ୟରୁ ୨୨୮ କ୍ୟାପଡ୍ ଏବଂ ୩୫୫ ଅନକ୍ୟାପଡ୍  ଖେଳାଳି ରହିଛନ୍ତି  ।

ନିଲାମ ପାଇଁ ୨ କୋଟି ଟଙ୍କା ସର୍ବାଧିକ ରିଜର୍ଭ ଦର ଧାର୍ଯ୍ୟ କରାଯାଇଛି  । ୨୦ ଖେଳାଳି  ୧.୫ କୋଟି ଟଙ୍କାର ବ୍ରାକେଟରେ ରହିଛନ୍ତି । ୩୪ ଖେଳାଳି ୧ କୋଟିର ରିଜର୍ଭ ପ୍ରାଇସରେ ଅଛନ୍ତି । ଏଥିଲାଗି ଲିଷ୍ଟ ଚୂଡ଼ାନ୍ତ ହୋଇସାରିଥିବା ବେଳେ ଟପ୍‌ଟେନ୍‌ରେ ରହିଛନ୍ତି ୪ ଭାରତୀୟ ଖେଳାଳି ।

ଭାରତର ଅଶ୍ୱୀନ, ଶ୍ରେୟସ ଆୟର, ମହମ୍ମଦ ଶାମି ଏବଂ ଶିଖର ଧାଓ୍ୱନଙ୍କ ସହ ୬ ବିଦେଶୀ ଖେଳାଳି ଟପ୍ ଟେନ୍ ଲିଷ୍ଟରେ ସ୍ଥାନ ପାଇଛନ୍ତି । ଟପ୍ ଟେନ୍ ଲିଷ୍ଟରେ ଥିବା ବିଦେଶୀ ଖେଳାଳିମାନେ ହେଲେ ଡେଭିଡ୍ ଓ୍ୱାର୍ଣ୍ଣର, ଫାଫ୍ ଡୁ ପ୍ଲେସି, କେ. ରାବାଡା, ଟ୍ରେଣ୍ଟ ବୋଲ୍ଡ, ପାଟ୍ କମିନ୍ସ ଏବଂ କ୍ୱିଣ୍ଟନ ଡିକକ୍  । ଏମାନଙ୍କ ବେସ୍ ପ୍ରାଇସ୍ ରହିଛି ୨ କୋଟି ଟଙ୍କା ।

ଚଳିତ ଥର ନିଲାମି ଲିଷ୍ଟରେ ୪୪ ନୂଅଆ ଚେହେରାଙ୍କୁ ସ୍ଥାନ ମିଳିଛି । ବଛାବଛା ଟପ୍ ଟେନ୍ ପ୍ଲେୟାର ଲିଷ୍ଟରୁ ଅକ୍ସନ ଆରମ୍ଭ ହେବ ।

ଚଳିତବର୍ଷ ଆଇପିଏଲ ନିଲାମୀରେ ଓଡିଶାର ଦୁଇଜଣ ଖେଳାଳି ଶୁଭ୍ରାଂଶୁ ସେନାପତି ଓ ଅଭିଷେକ ରାଉତ ସାମିଲ ହେବେ । ଓସିଏ ପକ୍ଷରୁ ୫ଜଣ ଖେଳାଳିଙ୍କ ନାଁ ଆଇପିଏଲରେ ସାମିଲ ପାଇଁ ପ୍ରସ୍ତାବ ଦିଆଯାଇଥିଲେ ମଧ୍ୟ ନିଲାମୀ ପ୍ରକ୍ରିୟାରେ ସାମିଲ ହେବା ପାଇଁ ୨ଜଣ ଖେଳାଳିଙ୍କୁ ସୁଯୋଗ ମିଳିଛି । ଏବର୍ଷ ଆଇପିଏଲରେ ଆଉ ଦୁଇଟି ନୂଆ ଟିମ୍ ସାମିଲ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story