ଭୁବନେଶ୍ୱର: ଆଇପିଏଲ୍ରେ ଗତକାଲି ଖେଳାଯାଇଥିବା ମ୍ୟାଚ୍ରେ କୋଲକାତାକୁ ହରାଇ ରାଜସ୍ଥାନ ରୟାଲ୍ସ ଦ୍ବୀତୀୟ ଟିମ ଭାବେ ପ୍ଲେ-ଅଫରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ୬ ୱିକେଟ ହରାଇ ୧୯୯ ରନ୍ ସଂଗ୍ରହ କରିଥିଲା। ଜବାବରେ କୋଲକାତା ନାଇଟ୍ ରାଇଡର୍ସ ୯ ୱିକେଟ୍ ହରାଇ ୧୯୦ ରନ୍ ସଂଗ୍ରହ କରିପାରିଥିଲା। ପୂର୍ବରୁ ଅନ୍ୟ ଏକ ମ୍ୟାଚ୍ରେ କିଙ୍ଗସ୍ ଇଲେଭେନ୍ ପଞ୍ଜ।ବକୁ ୭ ୱିକେଟରେ ହରାଇ ପଏଣ୍ଟ ଟେବୁଲରେ ଶୀର୍ଷ ସ୍ଥାନରେ ରହିଛି ଚେନ୍ନାଇ ସୁପର କିଙ୍ଗସ୍।
ଅନ୍ୟପକ୍ଷରେ ଆଇପିଏଲ୍ରେ ଆଜି ରହିଛି ଦୁଇଟି ମ୍ୟାଚ୍। ପ୍ରଥମ ମ୍ୟାଚ୍ରେ ସମ୍ନାସାମ୍ନି ହେବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗ।ଲୋର ଓ ଦିଲ୍ଲୀ ଡେୟାର ଡେଭିଲ୍ସ। ଅପରାହ୍ନ ୪ଟାରେ ବେଙ୍ଗଳୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଏହି ମ୍ୟାଚ୍। ସେହିପରି ଏନ୍ୟ ଏକ ମ୍ୟାଚ୍ରେ ସନରାଇଜର୍ସ ହାଇଦ୍ରାବାଦର ମୁକାବିଲା ହେବ ମୁମ୍ୱାଇ ଇଣ୍ଡିଆନସ୍ ସହ। ରାତି ୮ଟା ରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ ଏହି ମ୍ୟାଚ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।
National
ସ୍କୁଲଗୁଡ଼ିକୁ ବୋମା ଧମକ ମିଳିବା ପଛରେ ଦ୍ୱାଦଶ ଶ୍ରେଣୀ ଛାତ୍ର
ପିଲାଟି ପ୍ରାୟ ୨୩ ଥର ବିଭିନ୍ନ ସ୍କୁଲକୁ ଇ-ମେଲ ଯୋଗେ ବୋମା ଧମକ ଦେଇଥିଲା। କେବଳ ନିଜ ସ୍କୁଲକୁ ଛାଡ଼ି ଆଉ ସବୁ ସ୍ଥାନକୁ ସେ ଧମକପୂର୍ଣ୍ଣ ଇ-ମେଲ ପଠାଉଥିଲା। ଏବେ ତା’ର କାଉନସିଲିଂ ଚାଲିଥିବା ଡିସିପି ଚୌହାନ ସୂଚନା ଦେଇଛନ୍ତି।
National
ବିଜେପିର ପୂର୍ବତନ ବିଧାୟକଙ୍କ ଘରେ IT ରେଡ: ମିଳିଲା କୋଟି କୋଟି ଟଙ୍କା ସହ ୩ଟି କୁମ୍ଭୀର
ଏହି କୁମ୍ଭୀର ଗୁଡ଼ିକୁ ଖାଇବା ପିଇବାକୁ ଦେଇ ଶ୍ରୀ ରାଥୋର ତାଙ୍କ ପୋଖରୀରେ ପାଳିଥିଲେ।
Politics
ତେଜିଲା ଆପ୍ ଓ ବିଜେପି ପୋଷ୍ଟର ୱାର: ଗାଲିବାଜ ଦାନବ ବନାମ ପୂର୍ବାଞ୍ଚଳର ଶତ୍ରୁ
ଆପ୍ ପକ୍ଷରୁ ଅତିରିକ୍ତ ଭାବେ ଜାରି କରାଯାଇଥିବା ପୋଷ୍ଟରର ଶୀର୍ଷକ ‘ବିଜେପି କେ ଗାଲିବାଜ ଦାନବ ସେ ଦିଲ୍ଲୀ ରହେ ସତର୍କ’ ରଖାଯାଇଛି। ଗାଲିବାଜ ଦାନବ ପୋଷ୍ଟରରେ ଅମିତ ଶାହ, ମନୋଜ ତିୱାରୀ, ରମେଶ ବିଧୁରୀ, ବୀରେନ୍ଦ୍ର ସଚଦେବା ଓ ପ୍ରବେଶ ବର୍ମାଙ୍କ ଫଟୋ ରହିଛି।