ଭୁବନେଶ୍ୱର: ମୁହାଁମୁହିଁ ହେବେ ଲିଗ୍ ପର୍ଯ୍ୟାୟର ପ୍ରଥମ ୨ଟି ଦଳ ଚେନ୍ନାଇ ସୁପରକିଙ୍ଗସ ଓ ମୁମ୍ୱାଇ ଇଣ୍ଡିଆନ୍ସ। ପୁଣି ଦୁଇଦଳର ହିଟରଙ୍କଠାରୁ ବ୍ୟାଟରୁ ଦେଖିବାକୁ ମଳିବ ଚଉକା ଆଉ ଛକା। ଏହି ମ୍ୟାଚର ବିଜେତା ସିଧାସଳଖ ୨୪ ତାରିଖ ଇଡେନ୍ ଗାର୍ଡେନରେ ହେବାକୁ ଥିବା ଫ।ଇନାଲ ମ୍ୟାଚରେ ସମାନା ସମାନି ହେବେ। ତେବେ ପରାଜିତ ଦଳ ଆଉ ଥରେ ସୁଯୋଗ ପାଇବ। ମାତ୍ର ଦଳକୁ ରାଜସ୍ଥାନ ରୟାଲ୍ସ ଓ ରୟାଲ ଚ୍ୟାଲେଞ୍ଚର ବାଙ୍ଗଲୋର ମଧ୍ୟରେ ହେବାକୁଥିବା ମ୍ୟାଚରେ ବିଜେତାକୁ ପରାସ୍ତ କରିବାକୁ ହେବ। ମୁମ୍ୱାଇ ଚଳିତ ଆପିଏଲରେ ଦୁର୍ବଳ ଆରମ୍ଭ କରିଥିଲେ ସୁଦ୍ଧା ଶେଷ ଆଡକୁ ଜବରଦସ୍ତ ପ୍ରଦର୍ଶନ କରି ପ୍ଲେ ଅଫରେ ସ୍ଥାନ ସୁରକ୍ଷିତ ରଖିବାରେ ସଫଳ ହୋଇଛି। ଅନ୍ୟପଟେ ଚେନ୍ନାଇ ସବୁ ଥର ଭଳି ଏଥର ମଧ୍ୟ ସ୍ଥିର ପ୍ରଦର୍ଶନ କରିବାରେ ସକ୍ଷମ ହୋଇଛି। ହେଲେ ଆଇପିଏଲ୍ ସିଜିନ୍ ୮ରେ ଏହା ମହାମୁକାବିଲା ହେବ ବୋଲି କ୍ରିକେଟ୍ ପ୍ରେମୀ ଆଶା ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।
National
ସ୍କୁଲଗୁଡ଼ିକୁ ବୋମା ଧମକ ମିଳିବା ପଛରେ ଦ୍ୱାଦଶ ଶ୍ରେଣୀ ଛାତ୍ର
ପିଲାଟି ପ୍ରାୟ ୨୩ ଥର ବିଭିନ୍ନ ସ୍କୁଲକୁ ଇ-ମେଲ ଯୋଗେ ବୋମା ଧମକ ଦେଇଥିଲା। କେବଳ ନିଜ ସ୍କୁଲକୁ ଛାଡ଼ି ଆଉ ସବୁ ସ୍ଥାନକୁ ସେ ଧମକପୂର୍ଣ୍ଣ ଇ-ମେଲ ପଠାଉଥିଲା। ଏବେ ତା’ର କାଉନସିଲିଂ ଚାଲିଥିବା ଡିସିପି ଚୌହାନ ସୂଚନା ଦେଇଛନ୍ତି।
National
ବିଜେପିର ପୂର୍ବତନ ବିଧାୟକଙ୍କ ଘରେ IT ରେଡ: ମିଳିଲା କୋଟି କୋଟି ଟଙ୍କା ସହ ୩ଟି କୁମ୍ଭୀର
ଏହି କୁମ୍ଭୀର ଗୁଡ଼ିକୁ ଖାଇବା ପିଇବାକୁ ଦେଇ ଶ୍ରୀ ରାଥୋର ତାଙ୍କ ପୋଖରୀରେ ପାଳିଥିଲେ।