ଭୁବେନଶ୍ୱର: ଆଇପିଏଲ ମହାସମରରେ ମୁମ୍ବାଇ ଇଣ୍ଡିଆନର ବିଜୟଧାରା ଜାରି ରହିଛି। ଗତକାଲି ଖେଳାଯାଇଥିବା ମ୍ୟାଚରେ ଚେନ୍ନାଇକୁ ୬ ୱିକେଟରେ ପରାସ୍ତ କରିଛି ମୁମ୍ବାଇ। ଚେନ୍ନାଇ ପ୍ରଥମେ ବ୍ୟାଟିଂ କରି ୧୫୯ ରନ ଟାର୍ଗେଟ ଦେଇଥିଲା ମୁମ୍ବାଇକୁ। ମୁମ୍ବାଇ ୧୯.୨ଓଭରରେ ୪ ୱିକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିଥିଲା।
ଅନ୍ୟପକ୍ଷରେ ଆଜି ରହିଛି ଦୁଇଟି ମ୍ୟାଚ। ପ୍ରଥମ ମ୍ୟାଚ ଖେଳାଯିବ ଅପରାହ୍ଣ ୪ଟାରେ। କୋଲାକତାରେ ଏହି ମ୍ୟାଚ ଖେଳାଯିବ। ଏଥିରେ ସାମ୍ନାସାମ୍ନି ହେବେ କୋଲାକାତା ନାଇଟ୍ ରାଇଡ଼ର୍ସ ଏବଂ କିଙ୍ଗସ ଏକାଦଶ ପଞ୍ଜାବ । ଦ୍ୱିତୀୟ ମ୍ୟାଚ ରାତି ୮ଟାରେ । ରାୟପୁରରେ ହେବାକୁଥିବା ଏହି ମ୍ୟାଚରେ ଟକ୍କର ହେବ ସନରାଇଜର୍ସ ହାଇଦ୍ରାବାଦ ଏବଂ ଦିଲ୍ଲୀ ଡେଭିଲ୍ସ ମଧ୍ୟରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।