ମୁମ୍ବାଇ: ଆଇପିଏଲରେ ଗତକାଲି ରାତିରେ କୋଲାକତାକୁ ୫ ରନ୍ ରେ ହରାଇଛି ମୁମ୍ୱାଇ ଇଣ୍ଡିଆନ୍ସ । ଏହା ଦ୍ୱାରା ମୁମ୍ୱାଇ ଇଣ୍ଡିଆନ୍ସ ୧୪ ପଏଣ୍ଟ ପାଇ ଚତୁର୍ଥ ସ୍ଥାନକୁ ଉଠିଥିବାବେଳେ କୋଲକାତା ୧୫ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି । ଆଉ ଏହା ସହିତ ପ୍ଲେଅଫରେ ନିଜର ଆଶାକୁ ଉଜ୍ଜୀବିତ ରଖିଛି ମୁମ୍ବାଇ ଇଣ୍ଡିଆନ୍ସ।
ପ୍ରଥମେ ମୁମ୍ୱାଇ ଇଣ୍ଡିଆନ୍ସ ୨୦ ଓଭରେ ୪ ୱକେଟ ହରାଇ ୧୭୧ ରନ୍ ରେ କରିଥିବାବେଳେ କୋଲାକାତା ଏହାକୁ ଟାର୍ଗେଟ କରି ୭ ୱକେଟ ହରାଇ କରିଥିଲା ମାତ୍ର ୧୬୭ ରନ୍ । ଶେଷ ଓଭରରେ ପୋଲାର୍ଡଙ୍କ ଚତୁର ବୋଲିଂ କରି ପୀୟୁଷ ଚାୱାଲା ଓ ଉମେଶ ଯାଦବଙ୍କୁ ଚକମା ଦେଇ ଦେଇଥିଲେ।
ଆଇପିଏଲରେ ଆଜି ସନ୍ ରାଇଜର୍ସ ହାଇଦ୍ରାବାଦ ଓ ରାୟଲ ଚ୍ୟାଲେଞ୍ଜର୍ସ, ବାଙ୍ଗାଲୋର ମଧ୍ୟରେ ମୁକାବିଲା ହେବ। ହାଇବ୍ରାଦରେ ରାତି ୮ ଟାରେ ଏହି ମ୍ୟାଚ୍ ଖେଳାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।