ମୁମ୍ବାଇ: ଆଇପିଏଲର ପ୍ରଥମ କ୍ୱାଲିଫ।ୟରରେ ଚେନ୍ନାଇ ସୁପରକିଙ୍ଗସକୁ ୨୫ ରନରେ ହରାଇ ଫ।ଇନାଲରେ ପ୍ରବେଶ କରିଛି ମୁମ୍ୱାଇ ଇଣ୍ଡିଆନ୍ସ। ଗତକାଲି ମୁମ୍ୱାଇ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ଥିଲା। ଦଳ ୬ ୱିକେଟ ବିନିମୟରେ ୧୮୭ ରନ୍ ସଂଗ୍ରହ କରିଥିଲା। ଲେଣ୍ଡଲ ସିମନସ ୬୫, ପାର୍ଥୀବ ପଟେଲ ୩୫ ଏବଂ କିରଣ ପୋଲାର୍ଡ ୪୧ ରନ ଯୋଗୁଁ ମୁମ୍ୱାଇ ଏହି ସ୍କୋର କରିବାରେ ସକ୍ଷମ ହୋଇଥିଲା। ଜବାବରେ ୧୮୮ ରନର ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇଥିଲା ଚେନ୍ନାଇ। ହେଲେ ଖରାପ ବ୍ୟାଟିଂ ଯୋଗୁଁ ୧୯ ଓଭରରେ ୧୬୨ ରନ କରି ଅଧିନାୟକ ଧାନୀଙ୍କ ଟିମ୍ ଅଲଆଉଟ୍ ହୋଇଯାଇଥିଲା। ମ୍ୟାଚରେ ଭଲ ପ୍ରଦର୍ଶନ ପାଇଁ ମୁମ୍ୱାଇର କିରଣ ପୋଲାର୍ଡଙ୍କୁ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ଘୋଷଣା କରାଯାଇଥିଲା।
ଆଜି ଦ୍ୱିତୀୟ କ୍ୱାଲିଫାୟର ମ୍ୟାଚଟି ରାଜସ୍ଥାନ-ବାଙ୍ଗାଲୋର ମଧ୍ୟରେ ଖେଳା ଯିବ। ଏଥିରୁ ଯେଉଁ ଦଳ ଜିତିବ ତା’ସହିତ ଫାଇନାଲ ମ୍ୟାଚ ଖେଳିବ ମୁମ୍ବାଇ। ପୁନେରେ ରାତି ୮ଟାରେ ଖେଳା ଯିବ ଏହି ମ୍ୟାଚ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।