ରାଜଧାନୀରେ ଅନ୍ତର୍ଜାତୀୟ ଟେନିସ୍‌ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ଆଇଟିଏଫ୍ ଟୁର୍ଣ୍ଣାମେଣ୍ଟ। ଏଥିରେ ବିଭିନ୍ନ ଦେଶର ୩୨ଜଣ ଖେଳାଳି ଭାଗ ନେଇଛନ୍ତି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଋଷିଆ, ଚାଇନା, ଆମେରିକା, ଜାପାନ ପ୍ରଭୃତି ଦେଶର ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ଓଡ଼ିଶାର ୪ଜଣ ଉଦୀୟମାନ ଟେନିସ୍ ତାରକାଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରିଥିଲେ। ଏହା ଓଡ଼ିଶାକୁ ଅନ୍ତର୍ଜାତୀୟ ସ୍ତରରେ ନୂଆ ପରିଚୟ ଦେବ ବୋଲି ଏହି ଅବସରରେ […]

itf

itf

Rakesh Mallick
  • Published: Tuesday, 27 February 2018
  • Updated: 27 February 2018, 10:29 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ଆଇଟିଏଫ୍ ଟୁର୍ଣ୍ଣାମେଣ୍ଟ। ଏଥିରେ ବିଭିନ୍ନ ଦେଶର ୩୨ଜଣ ଖେଳାଳି ଭାଗ ନେଇଛନ୍ତି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଋଷିଆ, ଚାଇନା, ଆମେରିକା, ଜାପାନ ପ୍ରଭୃତି ଦେଶର ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ଓଡ଼ିଶାର ୪ଜଣ ଉଦୀୟମାନ ଟେନିସ୍ ତାରକାଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରିଥିଲେ। ଏହା ଓଡ଼ିଶାକୁ ଅନ୍ତର୍ଜାତୀୟ ସ୍ତରରେ ନୂଆ ପରିଚୟ ଦେବ ବୋଲି ଏହି ଅବସରରେ କହିଥିଲେ ମୁଖ୍ୟମନ୍ତ୍ରୀ। ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଚାଲିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story