ଜାପାନ ଓପନ୍‌: କ୍ୱାର୍ଟରରେ ହାରିଲେ ଶ୍ରୀକାନ୍ତ

ଟୋକିଓ: ଜାପାନ ସୁପର ସିରିଜ୍‌ ବ୍ୟାଡ୍‌ମିଣ୍ଟନ୍‌ ଟୁର୍ଣ୍ଣାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଛି। ଏହି ପ୍ରତିଯୋଗିତାରେ ଭାରତର ଏକମାତ୍ର ଆଶା ହୋଇ ରହିଥିବା କେ. ଶ୍ରୀକାନ୍ତ ଆଜି କ୍ୱାର୍ଟର ଫାଇନାଲ୍‌ରେ ହାରି ଯାଇଛନ୍ତି। ସେ ଜର୍ମାନର ମାର୍କ ଜ୍ୱିବଲରଙ୍କଠାରୁ ହାରି ଟୁର୍ଣ୍ଣାମେଣ୍ଟରୁ ବିଦାୟ ନେଇଛନ୍ତି। ସେ ମାର୍କଙ୍କଠାରୁ ୨୧-୧୮,୧୪-୨୧,୧୯-୨୧ରେ ପରାଜିତ ହୋଇଥିଲେ।

ଅଷ୍ଟମ ସିଡ୍‌ର ଶ୍ରୀକାନ୍ତଙ୍କର ରିଓ ଅଲିମ୍ପିକ୍‌ ପରେ ଏହା ପ୍ରଥମ ଟୁର୍ଣ୍ଣାମେଣ୍ଟ ଥିଲା।

ଆହୁରି ପଢ଼ନ୍ତୁ

ଧୋନିଙ୍କ ଭଳି ହେଲିକପ୍ଟର ଶଟ୍ ମାରି ଚର୍ଚ୍ଚାରେ ୭ ବର୍ଷର ପରୀ

ଦ୍ୱିତୀୟ ଟେଷ୍ଟ: ବର୍ଷା ଯୋଗୁ ଅଟକିଲା ଖେଳ, ପାକିସ୍ତାନ ୮୫/୨

ଧୋନିଙ୍କର ହେଲା କରୋନା ଟେଷ୍ଟ, ଜାଣନ୍ତୁ ରିପୋର୍ଟ କ’ଣ ଆସିଲା

ଆଇପିଏଲରେ ହେଲାନି ଚୟନ, ଆତ୍ମହତ୍ୟା କଲେ ‘ଜୁନିୟର ଡେଲ୍ ଷ୍ଟେନ୍’

ପୁରୁଷ ହକି ଟିମରେ ପଶିଲା କରୋନା

୧୬ ତାରିଖରେ ପଡ଼ିଆକୁ ଫେରିବେ ମାହି!

ଆଇପିଏଲର ପ୍ରାୟୋଜକ ହେବ ବାବା ରାମଦେବଙ୍କ ‘ପତଞ୍ଜଳି’!

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ