ଟୋକିଓ: ୨୦୨୬ ଏସିଆନ୍ କ୍ରୀଡା ଜାପାନରେ ହେବ। ଜାପାନର ଆଇଚି ଓ ନଗୋୟା ସହରରେ ଏହି କ୍ରୀଡା ଅନୁଷ୍ଠିତ ହେବ। ଆଜି ଏହି ସୂଚନା ଦେଇଛନ୍ତି ଅଲିମ୍ପିକ୍ କାଉନ୍ସିଲ ଅଫ୍ ଏସିଆ (ଓସିଏ) କର୍ତ୍ତୃପକ୍ଷ।
ଡ଼େନାଙ୍ଗ ସହରରେ ଓସିଏର ସାଧାରଣ ବୈଠକ ବସିଥିଲା। ବୈଠକରେ ଓସିଏର କର୍ମକର୍ତ୍ତା ଏବଂ ଦୁଇ ସିଟିର ଉଚ୍ଚ ପଦସ୍ଥ କର୍ମଚାରୀ ଉପସ୍ଥିତ ଥିଲେ। ପଞ୍ଚମ ଥର ପାଇଁ ଜାପାନ ଏହି କ୍ରୀଡା ଆୟୋଜନ କରିବାକୁ ଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨୪ ଘଣ୍ଟା ଭିତରେ ମାରିଦେବୁ, ସାଂସଦଙ୍କୁ ପୁଣି ହତ୍ୟା ଧମକ
ଏହି ଧମକପୂର୍ଣ୍ଣ ମେସେଜ ମିଳିବା ପରେ ପୂର୍ଣ୍ଣିଆରେ ସାଂସଦଙ୍କ ବାସଭବନର ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି।
Viral
ମଦ ପିଇଥିବାରୁ ବରଯାତ୍ରୀଙ୍କୁ ଚିହ୍ନି ପାରିଲେନି, ଖୁଣ୍ଟିରେ ବାନ୍ଧି ପ୍ରବଳ ପିଟିଲେ ଗାଁ ଲୋକ
ବରଯାତ୍ରୀରେ ମଦପିଇ ଯିବା ଜଣେ ବ୍ୟକ୍ତିଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି।
National
ବାଂଲାଦେଶୀଙ୍କ ଚିକିତ୍ସା କରିବୁନି, ମନା କଲେ ଡାକ୍ତର
କୋଲକାତାର ଉତ୍ତର ଭାଗରେ ଥିବା ମାଣିକତଲାରେ ଅବସ୍ଥିତ ଜେଏନ୍ ରେ ହସ୍ପିଟାଲ୍ର ଡାକ୍ତରମାନେ ବାଂଲାଦେଶୀ ରୋଗୀଙ୍କୁ ଚିକିତ୍ସା ଯୋଗାଇବାକୁ ମନା କରି ଦେଇଛନ୍ତି।
National
ରେଲଓ୍ୱେ ଷ୍ଟେସନରେ ଲାଗିଲା ନିଆଁ, ଜଳିଗଲା ୨୦୦ ବାଇକ୍
ରେଲଓ୍ୱେ ଷ୍ଟେସନର ପ୍ଲାଟଫର୍ମ ନମ୍ବର-୧ରେ ଥିବା ପାର୍କିଂରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ହଠାତ୍ ସର୍ଟ ସର୍କିଟ ଯୋଗୁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି।