ପଟିଆଲା (ପଂଜାବ): ପଟିଆଲାରେ ଚାଲିଥିବା ବରିଷ୍ଠ ଜାତୀୟ ଭାରୋତ୍ତୋଳନ ଚାମ୍ପିଅନସିପରେ ସୋମବାର ସରସ୍ୱତୀ ରାଉତ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ୫୮ କେଜି ମହିଳା ବର୍ଗର ପ୍ରତିଯୋଗିତାରେ ସେ ମୋଟ ୧୮୯ (୮୨+୧୦୭) ଭାରୋତ୍ତୋଳନ କରି ଏହି ପଦକ ହାସଲ କରିଛନ୍ତି। ଏହି ବର୍ଗରେ ୧୮୩କେଜି (୮୦+୧୦୩) ଭାରୋତ୍ତୋଳନ କରି ଏନ. ସୁମନବାଳା ଦେବୀ ରୌପ୍ୟ ଓ ନଭଦୀପ କୌର ୧୮୦କେଜି (୮୦+୧୧୮) ଭାରତ୍ତୋଳନ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।
୯୪କେଜି ପୁରୁଷ ବର୍ଗର ପ୍ରତିଯୋଗିତାରେ ପଞ୍ଜାବର ପ୍ରଦୀପ ୩୩୦କେଜି (୧୪୫+୧୮୫) ଭାରୋତ୍ତୋଳନ କରି ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ଆରଭି ରାହୁଲ ୩୨୯ କେଜି (୧୪୭+୧୮୨) ଭାରୋତ୍ତୋଳନ କରି ରୌପ୍ୟ ଓ ନଗେନ୍ଦର ସିଂହ ୩୧୭ କେଜି (୧୪୮+୧୬୯) ଭାରୋତ୍ତୋଳନ କରି ବ୍ରୋଞ୍ଜ ପଦକ ହାତେଇଛନ୍ତି।
୬୩ କେଜି ମହିଳା ବର୍ଗରେ ରୀନା ୨୧୫ କେଜି (୯୬+୧୧୯) ଭାରୋତ୍ତୋଳନ କରି ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ବନ୍ଦନା ଗୁପ୍ତା ୨୧୧ କେଜି (୯୩+୧୧୮) ଭାରୋତ୍ତୋଳନ କରି ରୈପ୍ୟ ପଦକ ଓ ଜସବୀର କୌର ୨୦୭ କେଜି(୯୦+୧୧୭) ଭାରୋତ୍ତୋଳନ କରି ବ୍ରୋଞ୍ଜ ପଦକ ଜିତିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।