ଅହମ୍ମଦାବାଦ: ଆଜି ଆନୁଷ୍ଠାନିକ ଭାବେ ୨୦୧୬-କବାଡ଼ି ୱାର୍ଲ୍ଡ କପ୍ ଆରମ୍ଭ ହୋଉଛି। ଏଥିରେ ଭାଗ ନେଉଥିବା ୧୨ଟି ଟିମ୍ର ଅଧିନାୟକଙ୍କ ଉପସ୍ଥିତିରେ ଏହାର ଶୁଭାରମ୍ଭ ହୋଇବ। ଆୟୋଜକ ଭାରତ ସମେତ ୟୁଏସ୍, ଇଂଲଣ୍ଡ, ଅଷ୍ଟ୍ରେଲିଆ, ଇରାନ, ପୋଲାଣ୍ଡ, ଥାଇଲ୍ୟାଣ୍ଡ, ବାଂଲାଦେଶ, ଦକ୍ଷିଣ କୋରିଆ, ଜାପାନ, ଆର୍ଜେଣ୍ଟିନା ଏବଂ କେନିଆ ଏଥିରେ ଅଂଶଗ୍ରହଣ କରୁଛନ୍ତି। ସୀମାରେ ଦେଖା ଦେଇଥିବା ଉତ୍ତେଜନା କାରଣରୁ ପାକିସ୍ତାନ ଟୁର୍ଣ୍ଣାମେଣ୍ଟକୁ ବର୍ଜନ କରିଛି।
ଆଜି ଉଦ୍ଘାଟନୀ ମ୍ୟାଚ୍ରେ ଆୟୋଜକ ଭାରତ ଦକ୍ଷିଣ କୋରିଆକୁ ଏବଂ ପ୍ରଥମ କରି ୱାର୍ଲ୍ଡକପ୍ ଖେଳୁଥିବା ୟୁଏସ୍କୁ ଇରାନକୁ ଭେଟିବ। ୧୨ଟି ଟିମ୍କୁ ଦୁଇଟି ଗ୍ରୁପ୍ରେ ଭାଗ କରାଯାଇଛି। ରାଉଣ୍ଡ ରବିନ୍ ଫର୍ମାଟ୍ରେ ଟୁର୍ଣ୍ଣାମେଣ୍ଟ ଖେଳାଯିବ। ପ୍ରତି ଗ୍ରୁପ୍ର ଶ୍ରେଷ୍ଟ ଦୁଇ ଦଳ ସେମିଫାଇନାଲ ଖେଳିବା ପାଇଁ ଯୋଗ୍ୟତା ଅର୍ଜନ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେଜ୍ରିୱାଲଙ୍କ ମୁହଁକୁ ପାଣି ଛାଟି ଯୁବକ ଅଟକ
ବିଜେପିକୁ ଦାୟୀ କଲା ଆମ୍ ଆଦମୀ ପାର୍ଟି। ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ।
National
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ପୂର୍ବରୁ ବଡ଼ ସୂଚନା ଦେଲେ ଅଜିତ ପାୱାର
ଗତକାଲି ମୁମ୍ବାଇରେ ମହାୟୁତିର ଏକ ବୈଠକ ବସିବାର ଥିଲା। ମାତ୍ର କାମଚଳା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ହଠାତ୍ ତାଙ୍କ ଗାଁକୁ ଚାଲିଯିବାରୁ ବୈଠକ ବାତିଲ ହୋଇ ଯାଇଥିଲା।
Crime
ମଣିପୁର ହିଂସା: ଥାନା ଓ ବିଧାୟକଙ୍କ ବାସଭବନରେ ଜଳାପୋଡ଼ା ଘଟଣାରେ ୮ ଗିରଫ
ରାଜ୍ୟରେ ଏକାଧିକ ହିଂସାତ୍ମକ ଘଟଣାରେ ଏହି ୮ ଅଭିଯୁକ୍ତଙ୍କ ସଂପୃକ୍ତି ଥିବା ପୁଲିସ କହିଛି।
Politics
'ମୋ ଘର ଦୂଆର ଓ ଅଫିସ୍ ଆପଣମାନଙ୍କ ପାଇଁ ସବୁବେଳେ ଖୋଲା'
ୱାୟନାଡ଼ର ସାଂସଦ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ କେରଳ ଗସ୍ତ କରିଛନ୍ତି ପ୍ରିୟଙ୍କା ଗାନ୍ଧି।