ଜୟସୁରିୟାଙ୍କ ରେକର୍ଡ ଭାଙ୍ଗିଲେ ରୋହିତ୍‌

କଟକ (ଓଡ଼ିଶା ରିପୋର୍ଟର): ଭାରତୀୟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍ ରୋହିତ୍ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ୨୨ ବର୍ଷ ତଳର ପୁରୁଣା ରେକର୍ଡ ଭାଙ୍ଗି ଦେଇଛନ୍ତି। ରୋହିତ୍ ରବିବାର ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆରେ ୯ ରନ୍ କରିବା ମାତ୍ରକେ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଓପନିଂ ବ୍ୟାଟ୍ସମ୍ୟାନ୍ ଭାବେ ସର୍ବାଧିକ ରନ୍ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ଶ୍ରୀଲଙ୍କାର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍ ସନତ ଜୟସୂରିୟା ୧୯୯୭ରେ ୨୩୮୭ ରନ୍ କରିଥିଲେ। ଅନ୍ୟପକ୍ଷରେ ରୋହିତ୍ ଏହି […]

rohit

rohit

Ranjit Kumar Jena
  • Published: Sunday, 22 December 2019
  • Updated: 22 December 2019, 07:22 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ଭାରତୀୟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍ ରୋହିତ୍ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ୨୨ ବର୍ଷ ତଳର ପୁରୁଣା ରେକର୍ଡ ଭାଙ୍ଗି ଦେଇଛନ୍ତି।

ରୋହିତ୍ ରବିବାର ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆରେ ୯ ରନ୍ କରିବା ମାତ୍ରକେ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଓପନିଂ ବ୍ୟାଟ୍ସମ୍ୟାନ୍ ଭାବେ ସର୍ବାଧିକ ରନ୍ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ଶ୍ରୀଲଙ୍କାର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍ ସନତ ଜୟସୂରିୟା ୧୯୯୭ରେ ୨୩୮୭ ରନ୍ କରିଥିଲେ।

ଅନ୍ୟପକ୍ଷରେ ରୋହିତ୍ ଏହି ମ୍ୟାଚ୍ ପୂର୍ବରୁ ୨୦୧୯ରେ ଏପର୍ଯ୍ୟନ୍ତ ଇନିଂସ୍ ଶୁଭାରମ୍ଭ କରି ୨୩୭୯ ରନ୍ କରିଥିଲେ। କିନ୍ତୁ ରୋହିତ୍ ଚଳିତ ବର୍ଷ ନିଜର ଜବରଦସ୍ତ ଫର୍ମ ବଜାର ରଖି ଜୟସୂରିୟାଙ୍କ ରେକର୍ଡକୁ କାଟି ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos