ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଶେଷ ଦୁଇଟି ଟେଷ୍ଟ ମ୍ୟାଚ୍ ପାଇଁ ୧.୩୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଆଜି ସୁପ୍ରିମକୋର୍ଟ ବିସିସିଆଇକୁ ଅନୁମତି ପ୍ରଦାନ କରିଛନ୍ତି।
ଏହାସହ ୩ଟି ଦିନିକିଆ ଓ ୩ଟି ଟି-୨୦ ମ୍ୟାଚ୍ ପାଇଁ ୨୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ କୋର୍ଟ ବିସିସିଆଇକୁ ଅନୁମତି ପ୍ରଦାନ କରିଛନ୍ତି।
ଆସନ୍ତାକାଲିଠାରୁ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମ୍ରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ଆରମ୍ଭ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।