ଶେଷ ଦୁଇ ଟେଷ୍ଟ ପାଇଁ ୧.୩୩ କୋଟି ଖର୍ଚ୍ଚ କରିବାକୁ ବିସିସିଆଇକୁ ଅନୁମତି

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଶେଷ ଦୁଇଟି ଟେଷ୍ଟ ମ୍ୟାଚ୍‌ ପାଇଁ ୧.୩୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଆଜି ସୁପ୍ରିମକୋର୍ଟ ବିସିସିଆଇକୁ ଅନୁମତି ପ୍ରଦାନ କରିଛନ୍ତି। ଏହାସହ ୩ଟି ଦିନିକିଆ ଓ ୩ଟି ଟି-୨୦ ମ୍ୟାଚ୍‌ ପାଇଁ ୨୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ କୋର୍ଟ ବିସିସିଆଇକୁ ଅନୁମତି ପ୍ରଦାନ କରିଛନ୍ତି। ଆସନ୍ତାକାଲିଠାରୁ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମ୍‌ରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ଆରମ୍ଭ ହେବ।

bcci-logo

Rakesh Mallick
  • Published: Wednesday, 07 December 2016
  • , Updated: 08 December 2016, 07:58 AM IST

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଶେଷ ଦୁଇଟି ଟେଷ୍ଟ ମ୍ୟାଚ୍‌ ପାଇଁ ୧.୩୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଆଜି ସୁପ୍ରିମକୋର୍ଟ ବିସିସିଆଇକୁ ଅନୁମତି ପ୍ରଦାନ କରିଛନ୍ତି।

ଏହାସହ ୩ଟି ଦିନିକିଆ ଓ ୩ଟି ଟି-୨୦ ମ୍ୟାଚ୍‌ ପାଇଁ ୨୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ କୋର୍ଟ ବିସିସିଆଇକୁ ଅନୁମତି ପ୍ରଦାନ କରିଛନ୍ତି।

ଆସନ୍ତାକାଲିଠାରୁ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମ୍‌ରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ଆରମ୍ଭ ହେବ।

Related story