ମୁମ୍ବାଇ: ବିରାଟ କୋହଲି ବର୍ତ୍ତମାନ ବିଶ୍ୱର ଏକ ନମ୍ବର ବ୍ୟାଟ୍ସମ୍ୟାନ୍ ବୋଲି କହିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ପେସ୍ ବୋଲର ଜିଓଫ ଲସନ୍।
ସେ କହିଛନ୍ତି,“ବର୍ତ୍ତମାନ କୋହଲି ନିର୍ଦ୍ୱନ୍ଦ୍ୱରେ ବିଶ୍ୱର ଏକ ନମ୍ବର ବ୍ୟାଟ୍ସମ୍ୟାନ୍। ସେ ପୂରା ଫର୍ମରେ ଅଛନ୍ତି। ୨୦୧୧-୧୨ରେ ସେ ଯେତେବେଳେ ଅଷ୍ଟ୍ରେଲିଆ ଗସ୍ତରେ ଆସିଥିଲେ ସେତେବେଳେ ମୁଁ ତାଙ୍କ ଖେଳ ଦେଖି ଖୁବ୍ ପ୍ରଭାବିତ ହୋଇଥିଲି।”
ଲସନ୍ କହିଛନ୍ତି,“ଅଷ୍ଟ୍ରେଲିଆର ବାଉନ୍ସି ୱିକେଟ୍ସର ଚ୍ୟାଲେଞ୍ଜକୁ ଗ୍ରହଣ କରି ଖେଳିବାକୁ ପସନ୍ଦ କରୁଥିବା ଅଳ୍ପ କେତେ ଜଣ ଭାରତୀୟ ବ୍ୟାଟ୍ସମ୍ୟାନ୍ଙ୍କ ମଧ୍ୟରୁ ସେ ଜଣେ।”
ଲସନ୍ ୪୬ ଟି ଟେଷ୍ଟ୍ ମ୍ୟାଚ୍ ଖେଳି ୧୮୦ଟି ୱିକେଟ୍ ନେଇଥିବା ବେଳେ ୭୯ଟି ଦିନିକିଆ ମ୍ୟାଚ୍ରୁ ୮୮ଟି ୱିକେଟ୍ ନେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ହାତରେ ସମ୍ବିଧାନ ଧରି ଶପଥ ନେଲେ ପ୍ରିୟଙ୍କା ଗାନ୍ଧି
ଶପଥ ଗ୍ରହଣ ସମୟରେ ପ୍ରିୟଙ୍କା ଗାନ୍ଧି କେରଳର ପାରମ୍ପରିକ କାସାଭୁ ଶାଢ଼ୀ ପିନ୍ଧିଥିବା ନଜର ଆସିଛନ୍ତି।
National
ମୋଦିଙ୍କୁ ହତ୍ୟା ପାଇଁ ଚାଲିଛି ଷଡ଼ଯନ୍ତ୍ର, ପୁଲିସ ପାଖକୁ ଆସିଲା କଲ୍
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର କରାଯାଉଛି ବୋଲି ଫୋନ୍ କରିଥିବା ବ୍ୟକ୍ତି ଦାବି କରିଛନ୍ତି।
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।
National
ଆଜି ବାତ୍ୟାର ରୂପ ନେବ ଫେଙ୍ଗଲ! ରେଡ୍ ଆଲର୍ଟ ଜାରି
ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।
National
ଲିଭ-ଇନ୍- ପାର୍ଟନରଙ୍କୁ ୫୦ ଖଣ୍ଡ କଲେ ଯୁବକ; ଧରା ପକାଇଦେଲା ବୁଲା କୁକୁର
ବିବାହ ପାଇଁ ଜିଦ୍ ଧରିବାରୁ ଦୁଷ୍କର୍ମ କରିବା ପରେ ତାଙ୍କୁ ମାରି ପ୍ରାୟ ୫୦ ଖଣ୍ଡ କରିଦେଲେ। ମାତ୍ର ବୁଲା କୁକୁରଙ୍କ ଯୋଗୁ ଧରା ପଡ଼ିଗଲେ ଅଭିଯୁକ୍ତ ଓ ଏବେ ପୁଲିସ୍ ତାଙ୍କୁ ବାନ୍ଧିଛି।