ନୂଆଦିଲ୍ଲୀ: ପ୍ରଥମ ଶ୍ରେଣୀ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ତାମିଲନାଡୁ ସ୍ୱିଙ୍ଗ ବୋଲର ଲକ୍ଷ୍ମୀପତି ବାଲାଜୀ। ସେ ଏବେ ତାମିଲନାଡୁ ପ୍ରିମିୟର ଲିଗ୍ର ଟୁଟି ପାଟ୍ରିଓଟ୍ସ ପକ୍ଷରୁ ଖେଳୁଛନ୍ତି। ସେ ଆଇପିଏଲ୍ ଓ ଟିଏନ୍ପିଏଲ୍ରେ ଖେଳିବେ।
ସେ କହିଛନ୍ତି,“୧୬ ବର୍ଷର ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିବା ପରେ ବହୁତ କିଛି ସଫଳତା ପାଇଛି। ମୁଁ ଭାବୁଛି ଅବସର ନେବାର ଓ ଯୁବ ଖେଳାଳିଙ୍କୁ ସୁଯୋଗ ଦେବାର ଏବେ ସମୟ ଆସିଛି। ଏବେ ଆଇପିଏଲ୍ ଓ ଟିଏନ୍ପିଏଲ୍ରେ ଖେଳିବି।”
ସୂଚନାଯୋଗ୍ୟ ୨୦୦୨ରେ ପାକିସ୍ତାନ ବିପକ୍ଷରେ ଦିନିକିଆରେ ପଦାର୍ପଣ କରିଥିବା ବେଳେ ୨୦୦୩ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟରେ ପଦାର୍ପଣ କରିଥିଲେ। ସେ ମୋଟ ୮ଟି ଟେଷ୍ଟ, ୩୦ଟି ଦିନିକିଆ ଓ ୫ଟି ଟି-୨୦ ଖେଳିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରେଲଓ୍ୱେ ଷ୍ଟେସନରେ ଲାଗିଲା ନିଆଁ, ଜଳିଗଲା ୨୦୦ ବାଇକ୍
ରେଲଓ୍ୱେ ଷ୍ଟେସନର ପ୍ଲାଟଫର୍ମ ନମ୍ବର-୧ରେ ଥିବା ପାର୍କିଂରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ହଠାତ୍ ସର୍ଟ ସର୍କିଟ ଯୋଗୁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି।
National
ଜାମା ମସଜିଦ ସର୍ଭେ ବିବାଦ; ଡିସେମ୍ବର ୧୦ ଯାଏ ସମ୍ଭଲକୁ ପ୍ରବେଶ ବାରଣ
ହିନ୍ଦୁ ମନ୍ଦିର ଭଙ୍ଗାଯାଇ ଶାହି ଜାମା ମସଜିଦ ନିର୍ମାଣ ହୋଇଥିବା ଦାବିକୁ ନେଇ ସମ୍ଭଲରେ ସୃଷ୍ଟି ହୋଇଛି ବିବାଦ।
National
ଅସୁସ୍ଥ ସିନ୍ଦେ ଏବେ ଗାଁରେ, ଆଜି ନେଇ ପାରନ୍ତି ବଡ଼ ନିଷ୍ପତ୍ତି
ଏକନାଥ ସିନ୍ଦେ ଅସୁସ୍ଥ ଅଛନ୍ତି। ତାଙ୍କୁ ଜ୍ୱର ଓ ଥଣ୍ଡା ହୋଇଛି। ଏହି କାରଣରୁ ସେ ନିଜ ପୈତୃକ ଗାଁକୁ ଯାଇଥିବା ଶିବସେନା ସ୍ପଷ୍ଟ କରିଛି।
National
ବସ୍ରେ ଡିବେଟ ଦେଖୁଥିଲେ ଯାତ୍ରୀ, ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ହେଲା ନୋଟିସ୍
ସରକାରୀ ବସ୍ରେ ଚାଲିଥିବା ଏକ ଡିବେଟ କାର୍ଯ୍ୟକ୍ରମରେ ଜଣେ ଯାତ୍ରୀ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଶୁଣୁଥିବା ବେଳେ ତାହାକୁ ନେଇ ଆରମ୍ଭ ହୋଇଛି ତମ୍ବିତୋଫାନ୍ । ଏନେଇ ଉଭୟ ବସ୍ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ନୋଟିସ୍ ହୋଇଛି।
National
ମହିଳାଙ୍କ ଚୁଟି କାଟି କଳା ବୋଳିଦେଲେ, ଗଛରେ ବାନ୍ଧି ଦେଲେ ଗରମ ଚେଙ୍କ
ସର୍ବ ସମ୍ମୁଖରେ ମହିଳାଙ୍କ ଚୁଟି କାଟିଦେଲେ। ମୁହଁରେ କଳା ବୋଳିଦେଲେ। ସେତିକିରେ ସରିଲାନି ନିର୍ଯାତନାର କାହାଣୀ। ମହିଳାଙ୍କୁ ଗଛରେ ବାନ୍ଧି ଦୁଇ ଦିନ କାଳ ଦେଇ ଚାଲିଲେ ଗରମ ଚେଙ୍କ ।