ମୀରପୁର: ଶ୍ରୀଲଙ୍କାର ଫାଷ୍ଟ ବୋଲର ତଥା ଟି-୨୦ ଅଧିନାୟକ ଲାସିଥ୍ ମାଲିଙ୍ଗା ଆଇସିସି ବିଶ୍ୱକପ୍ ଟି-୨୦ ପରେ ସନ୍ୟାସ ନେଇପାରନ୍ତି। ଏନେଇ ଆଜି ସେ ସୂଚନା ଦେଇ କହିଛନ୍ତି ଯେ, ଆଣ୍ଠୁରେ ଗଭୀର କ୍ଷତ କାରଣରୁ ସେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେବେ।
ମ୍ୟାଚ୍ ପୂର୍ବ ସାମ୍ବାଦିକ ସମ୍ମିଳନୀରେ ଅବସର ନେବା ନେଇ ପ୍ରଶ୍ନର ଉତ୍ତର ଦେଇ ସେ ଏହା କହିଛନ୍ତି। ୨୦୧୪ରେ ମହେଲା ଜୟବର୍ଦ୍ଧେନେ ଓ କୁମାର ସାଙ୍ଗାକାରାଙ୍କ ପରି ସେ ମାର୍ଚ୍ଚ-ଏପ୍ରିଲରେ ହେବାକୁ ଥିବା ଏହି ସିରିଜପରେ ଅବସର ନେଇପାରନ୍ତି ବୋଲି କହିଛନ୍ତି।
୩୩ବର୍ଷୀୟ ମାଲିଙ୍ଗା ଆହତ କାରଣରୁ ୩ ମାସ କ୍ରିକେଟରୁ ଦୂରରେ ରହିବା ପରେ ଏସିଆକପ୍ ଖେଳୁଛନ୍ତି। ଶ୍ରୀଲଙ୍କା ପାଇଁ ଦୀର୍ଘ ୧୨ ବର୍ଷ ହେବ ଖେଳିଆସୁଥିବା ମାଲିଙ୍ଗା କହିଛନ୍ତି,“ ମୋ ଆଣ୍ଠୁରେ ଯେଉଁ ଆଘାତ ଲାଗିଛି, ସେଥିପାଇଁ ଦେଢବର୍ଷରୁରୁ ୧ବର୍ଷ ଲଗାତାର ବିଶ୍ରାମ ଦରକାର।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।