ଉଲାନ୍-ଉଦେ (ରୁଷ୍): ୬ଥରର ଚାମ୍ପିୟନ୍ ଏମସି ମ୍ୟାରୀକମ୍ (୫୧ କେଜି) ଚଳିତ ମହିଳା ୱାର୍ଲ୍ଡ ବକ୍ସିଂ ଚାମ୍ପିୟନଶିପର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଭାରତର ସବୁଠାରୁ ଅଭିଜ୍ଞ ବକ୍ସର ମ୍ୟାରୀକମ୍ ଅନ୍ତିମ-୧୬ ମୁକାବିଲାରେ ଥାଲଇ୍ୟାଣ୍ଡର ଜୁତାମାସ ଜିତପଙ୍ଗଙ୍କୁ ୫-୦ରେ ପରାସ୍ତ କରିଛନ୍ତି।
ଥାଇଲ୍ୟାଣ୍ଡ୍ ବକ୍ସର ଆକ୍ରମଣାତ୍ମକ ପଞ୍ଚ୍ ଦ୍ୱାରା ୩୬ ବର୍ଷୀୟ ମ୍ୟାରୀକମଙ୍କୁ କଡ଼ା ଚ୍ୟାଲେଞ୍ଜ ଦେଇଥିଲେ ହେଁ, ପଏଣ୍ଟ ହାସଲ କରିପାରିନଥିଲେ। ତୃତୀୟ ସିଡ୍ ମ୍ୟାରୀକମଙ୍କୁ ପ୍ରଥମ ରାଉଣ୍ଡରେ ବାଏ ମିଳିଥିଲା। ସେ ପ୍ରଥମ ତିନି ମିନିଟ୍ କେବଳ ନିଜ ପ୍ରତିଦ୍ୱନ୍ଦ୍ୱୀଙ୍କୁ ପରଖିଥିଲେ ଏବଂ ପରେ ମୁକାବିଲାରେ ନିୟନ୍ତ୍ରଣ ହାସଲ କରିଥିଲେ। ମ୍ୟାରୀକମ୍ ୫୧କେଜି ବର୍ଗରେ ନିଜର ପ୍ରଥମ ବିଶ୍ୱ ପଦକ ହାସଲ କରିବା ଲକ୍ଷ୍ୟରେ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।
Politics
ଚର୍ଚ୍ଚାରେ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହଙ୍କ ମନ୍ତବ୍ୟ; କହିଲେ- ନବୀନ ଓ ନୀତୀଶଙ୍କୁ ଭାରତରତ୍ନ ମିଳିବା ଉଚିତ
ନୀତୀଶ କୁମାରଙ୍କ ଦଳ ଏବେ ବିଜେପି ନେତୃତ୍ୱାଧୀନ ଏନ୍ଡିଏରେ ଅଛି। ନବୀନଙ୍କ ନେତୃତ୍ୱାଧୀନ ବିଜେଡି ଏକଦା ଏନ୍ଡିଏରେ ଥିଲା।
National
୬ ଜଣଙ୍କୁ ବାହା ହୋଇ ଟଙ୍କା ଓ ଅଳଙ୍କାର ନେଇ ପଳାଇଥିଲେ, ୭ମ ଉଦ୍ୟମରେ ଧରା ପଡ଼ିଲେ ମହିଳା
ମହିଳା ଜଣଙ୍କ ଧରା ପଡ଼ିବା ପରେ ତାଙ୍କ ପଛରେ କାମ କରୁଥିବା ପୂରା ରାକେଟର ପର୍ଦ୍ଦାଫାସ ହୋଇଛି।
Politics
‘ମୌକା ମୌକା ହର ବାର ଧୋକା’: ଆପ ଓ ବିଜେପି ପାଇଁ କଂଗ୍ରେସ ଜାରି କଲା ବହି
ଦିଲ୍ଲୀ ପାଇଁ ବିଜେପି ଓ ଆପ୍ ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରିବାରେ ବାରମ୍ବାର ବିଫଳ ହୋଇଥିବାରୁ କଂଗ୍ରେସ ମୌକା ମୌକା ହର ବାର ଧୋକା ବହି ରିଲିଜ କରିଥିବା କହିଛି।