ଜ୍ୟୁରିକ୍: ସୋମବାର ଇଣ୍ଟରନ୍ୟାସନାଲ ଫେଡରେସନ ଅଫ୍ ଆସୋସିଏସନ ଫୁଟବଲ (ଫିଫା)ର ପୂର୍ବତନ ବିଡ୍ ଇଭାଲୁଏସନ କମିଟି ମୁଖ୍ୟ ହେଲାଲ୍ଡ ମ୍ୟାଇନ୍-ନିକୋଲାସଙ୍କୁ ୭ ବର୍ଷ ପାଇଁ ନିଲମ୍ବନ କରାଯାଇଛି। ଆସନ୍ତା ୨୦୧୮ ଓ ୨୦୨୨ ଫିଫା ବିଶ୍ୱକପ ସହ କୌଣସି ଫୁଲବଲ ପ୍ରସଙ୍ଗରେ ତାଙ୍କ ଅର୍ନ୍ତଭୁକ୍ତକୁ ବାରଣ କରାଯାଇଛି। ୨୦୨୨ରେ ଫିଫା ବିଶ୍ୱକପ କତାର ହେବା ନେଇ ମ୍ୟାଇନ୍ ଦୁର୍ନୀତି କରିଥିବା ଅଭିଯୋଗ ହୋଇଥିଲା। ଏହାପରେ ଫିଫାର ସ୍ୱର୍ଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। ଏହାକୁ ନେଇ କିଛିଦିନ ହେଲା ବିଶ୍ୱସ୍ତରରେ ଆଲୋଡନ ସୃଷ୍ଟି ହୋଇଥିଲା।ଏନେଇ ସୋମବାର ଜ୍ୟୁରିକରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମ୍ୟାଇନ୍-ନିକୋଲାସଙ୍କୁ କନଫିଡେଣ୍ଟାଲ ଆଇନକୁ ଉହ୍ଲଙ୍ଗନ କରିଥିବା ଅଭିଯୋଗରେ ନିଲମ୍ବନ କରାଯାଇଛି।
ଫିଫାର ନିୟମକୁ ଉହ୍ଲଙ୍ଗନ କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଫିଫାର ବରିଷ୍ଠ କର୍ମଚାରୀ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।
National
ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ତଳେ ଫସିଛନ୍ତି ବହୁ ଶ୍ରମିକ
ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ପୁଲିସ ସୂଚନା ଦେଇଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ସମେତ ଏନଡିଆରଏଫ୍, ଏସଡିଆରଏଫ୍ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।