ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଫିଫା ବିଶ୍ୱକପରେ ଆର୍ଜେଣ୍ଟିନା ଓ ଫେଭରିଟ ପ୍ଲେୟାର ଲିଓନେଲ ମେସିଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ପରେ ଆତ୍ମହତ୍ୟା କରିଥିବା ତାଙ୍କ ଫ୍ୟାନଙ୍କ ମୃତ ଦେହ ଉଦ୍ଧାର ହୋଇଛି। ସେ ହେଲେ କେରଳର କଟାୟମ ଜିଲ୍ଲାର ଦିନୁ ଆଲେକ୍ସ। ଚାରି ଦିନ ଖୋଜାଖୋଜି କରିବା ପରେ ପାଖରେ ବହି ଯାଇଥିବା ମିନାଚିଲ୍ ନଦୀରୁ ଉଦ୍ଧାର ହୋଇଛି ଦିନୁଙ୍କ ମୃତଦେହ।
ଏଥର ଫିଫା ବିଶ୍ୱକପରେ ଆର୍ଜେଣ୍ଟିନା ଓ ବିଶେଷ କରି ମେସିଙ୍କ ନୈରାଶ୍ୟଜନକ ଖେଳରେ ମିୟମାଣ ହୋଇପଡ଼ିଥିଲେ ଦିନୁ। କ୍ରୋଏସିଆ ୩-୦ ଗୋଲରେ ଆର୍ଜେଣ୍ଟିନାକୁ ପରାସ୍ତ କରିବା ପରଠାରୁ ତାଙ୍କର ଆଉ ପତ୍ତା ମିଳିନଥିଲା। ପରେ ଘରୁ ଏକ ସୁଇସାଇଡ୍ ନୋଟ୍ ମିଳିଥିଲା। ରବିବାର ଦିନ ନଦୀରୁ ତଙ୍କ ମୃତଦେହ ଠାବ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE
ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।
National
୬,୬୦୦ କୋଟିର ବିଟକଏନ ସ୍କାମ: FIR ରୁଜୁ କରି ତଦନ୍ତ ଆରମ୍ଭ କଲା ସିବିଆଇ
୬,୬୦୦ କୋଟି ଟଙ୍କାର ବିଟକଏନ ଠକେଇ ମାମଲାର ମାଷ୍ଟରମାଇଣ୍ଡ ହେଉଛନ୍ତି ଅମିତ ଭରଦ୍ୱାଜ ଓ ଅଜୟ ଭରଦ୍ୱାଜ। ସିବିଆଇ ଏହି ଦୁଇ ଜଣଙ୍କ ନାଁ ଏଫଆଇଆରରେ ଉଲ୍ଲେଖ କରିଛି। ହୃଦଘାତରେ ଅମିତ ପ୍ରାଣ ହରାଇ ସାରିଥିବା ବେଳେ ଅଜୟ ଏବେ ଫେରାର ରହିଛନ୍ତି।
Politics
ଝାରଖଣ୍ଡ ଏକଜିଟ ପୋଲ: ଆକ୍ସିସ ମାଇଁ ଇଣ୍ଡିଆକୁ ଛାଡ଼ି ଆଉ ସମସ୍ତେ କହିଲେ ବିଜେପି ଜିତିବ
ଝାରଖଣ୍ଡର ମୋଟ ୮୧ଟି ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୪୧।
Politics
ମହାରାଷ୍ଟ୍ରରେ ବିଗିଡ଼ିଲା ଖେଳ, ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ସମର୍ଥନ କଲେ ସିନ୍ଦେ ପରିବାର
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେଲେ ବରିଷ୍ଠ କଂଗ୍ରେସ ନେତା ସୁଶୀଲ କୁମାର ସିନ୍ଦେ ଓ ତାଙ୍କ ଝିଅ ପ୍ରଣୀତି ସିନ୍ଦେ। ବିଗିଡ଼ିଲା ମହାବିକାଶ ଅଘାଡ଼ି ଗଣିତ।
Politics
ସରିଲା ଭୋଟ: ଆସିଲା ଏକଜିଟ ପୋଲ୍
ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୪୫।