ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋ ପାଇଲେ ‘ଏକଲବ୍ୟ’ ପୁରସ୍କାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋଙ୍କୁ ମିଳିଲା ଏକଲବ୍ୟ ପୁରସ୍କାର। ତାଙ୍କୁ ପୁରସ୍କାର ବାବଦକୁ ୫ ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି। ସେହିପରି ଭାରୋତ୍ତଳକ ସ୍ନେହା ସୋରେନ ଓ ବ୍ୟାଡମିଣ୍ଟନ ଖେଳାଳି ଋତପର୍ଣ୍ଣା ପଣ୍ଡାଙ୍କୁ ଉପବିଜେତା ଭାବେ ଘୋଷଣା କରାଯାଇଛି। ଉଭୟଙ୍କୁ ୫୦ ହଜାର ଲେଖାଏଁ ଟଙ୍କା ସହ ମାନପତ୍ର ପ୍ରଦାନ କରାଯାଇଛି। କରୋନା ପାଇଁ ‘ଇମ୍ପାକ୍ଟ’ ପକ୍ଷରୁ ନିରାଡମ୍ବର ଉତ୍ସବରେ ପୁରସ୍କାର ପ୍ରଦାନ କରାଯାଇଛି। ଭର୍ଚୁଆଲ୍‌ରେ IMPACT ଟ୍ରଷ୍ଟି ତଥା […]

eklabya

eklabya

Manoranjan Sial
  • Published: Sunday, 27 December 2020
  • Updated: 27 December 2020, 08:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋଙ୍କୁ ମିଳିଲା ଏକଲବ୍ୟ ପୁରସ୍କାର। ତାଙ୍କୁ ପୁରସ୍କାର ବାବଦକୁ ୫ ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି।

ସେହିପରି ଭାରୋତ୍ତଳକ ସ୍ନେହା ସୋରେନ ଓ ବ୍ୟାଡମିଣ୍ଟନ ଖେଳାଳି ଋତପର୍ଣ୍ଣା ପଣ୍ଡାଙ୍କୁ ଉପବିଜେତା ଭାବେ ଘୋଷଣା କରାଯାଇଛି। ଉଭୟଙ୍କୁ ୫୦ ହଜାର ଲେଖାଏଁ ଟଙ୍କା ସହ ମାନପତ୍ର ପ୍ରଦାନ କରାଯାଇଛି। କରୋନା ପାଇଁ ‘ଇମ୍ପାକ୍ଟ’ ପକ୍ଷରୁ ନିରାଡମ୍ବର ଉତ୍ସବରେ ପୁରସ୍କାର ପ୍ରଦାନ କରାଯାଇଛି। ଭର୍ଚୁଆଲ୍‌ରେ IMPACT ଟ୍ରଷ୍ଟି ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କାର୍ଯ୍ୟକ୍ରମରେ ସାମିଲ ହୋଇ ନମିତା ଟପ୍ପୋ ଓ ଦୁଇ ଉପବିଜେତାଙ୍କୁ ଅଭିନନ୍ଦନ ଜଣାଇଥିଲେ। IMPACT ପକ୍ଷରୁ ୧୯୯୩ ମସିହାରୁ ମର୍ଯ୍ୟାଦାଜନକ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯାଉଛି।

ନମିତା ଭାରତ ପକ୍ଷରୁ ୧୫୦ରୁ ଅଧିକ ମ୍ୟାଚରେ ପ୍ରତିନିଧିତ୍ୱ କରିଛନ୍ତି। ସେ ୨୦୧୮ରେ ଜାକର୍ତ୍ତା ଓ ୨୦୧୪ରେ ଇଞ୍ଚିଅନଠାରେ ଆୟୋଜିତ ଏସିଆନ୍‌ ଗେମ୍ସରେ ଭାରତ ପକ୍ଷରୁ ଖେଳିଥିଲେ। ଏହି ଦୁଇଟି ଯାକ କ୍ରୀଡ଼ାରେ ଭାରତ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଥିଲା। ଏହା ବ୍ୟତୀତ ସେ ୨୦୧୬ରେ ରିଓଠାରେ ଆୟୋଜିତ ଅଲମ୍ପିକ କ୍ରିଡ଼ାରେ ଭାରତରୁ ପ୍ରତିନିଧିତ୍ୱ କରିଥିଲେ।

https://twitter.com/IMFALtd/status/1343130141707231232?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story