ନୂଆଦିଲ୍ଲୀ: ମୁଖ୍ୟ କୋଚ୍ ପଦବୀରୁ ଗ୍ୟାରି କ୍ରିଷ୍ଟନଙ୍କୁ ସୋମବାର ବହିଷ୍କୃତ କରିଛି ଦିଲ୍ଲୀ ଡେୟାରଡେଭିଲ୍ସ। ଏନେଇ ଦଳର ଫ୍ରାଞ୍ଚାଇଜ୍ ଜିଏମଆର ଗ୍ରୁପ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। ଗତ ଦୁଇଟି ସିଜିନ ଧରି ଗ୍ୟାରି ଦିଲ୍ଲୀ ଡିୟାରଡେଭିଲ୍ସର କୋଚ୍ ରହିଥିବା ସତ୍ତ୍ୱେ ଦଳର ପ୍ରଦର୍ଶନ ଅତ୍ୟନ୍ତ ନିରାଶଜନକ ରହିଥିଲା। ସେଥିପାଇଁ ତାଙ୍କୁ ଆଉ ସେହି ପଦବୀରେ ମ୍ୟାନେଜମେଣ୍ଟ ରଖିବାକୁ ଚାହିଁଲା ନାହିଁ।
ସୂଚନାଯୋଗ୍ୟ, ୨୦୧୧ ବିଶ୍ୱ କପରେ ଭାରତୀୟ ଦଳ ଚାମ୍ପିଅନ ହୋଇଥିବା ବେଳେ ଗ୍ୟାରିଙ୍କର ବେଶ୍ ଅବଦାନ ରହିଥିଲା। ସେ ସେତେବେଳେ ଟିମ୍ ଇଣ୍ଡିଆର କୋଚ୍ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।