ଶାରଜା: ଚଳିତ ଆଇପିଏଲର ୧୭ତମ ମୁକାବିଲାରେ ମୁହାମୁହିଁ ହୋଇଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ। ଏହି ମ୍ୟାଚରେ ଖେଳାଯାଉଥିବା ଏହି ମ୍ୟାଚରେ ମୁମ୍ବାଇ କ୍ୟାପଟେନ୍ ରୋହିତ୍ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ମୁମ୍ବାଇ ତା'ର ଚୂଡ଼ାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ କରିନାହିଁ। ତେବେ ହାଇଦ୍ରାବାଦ ଦଳରେ ଦୁଇଟି ପରିବର୍ତ୍ତନ ହୋଇଛି। ଚେନ୍ନାଇ ସୁପର କିଙ୍ଗସ୍ ବିପକ୍ଷ ମ୍ୟାଚରେ ଆହତ ହୋଇଥିବା ଭୁବନେଶ୍ୱର କୁମାର ବାଦ୍ ପଡ଼ିଥିବା ବେଳେ ତାଙ୍କ ସ୍ଥାନରେ ସନ୍ଦୀପ ଶର୍ମାଙ୍କୁ ସାମିଲ୍ କରାଯାଇଛି। ସେହିପରି ଗତ ମ୍ୟାଚରେ ମହଙ୍ଗା ସାବ୍ୟସ୍ତ ହୋଇଥିବା ଖଲୀଲ୍ ଅହମ୍ମଦଙ୍କୁ ଚୂଡ଼ାନ୍ତ ଦଳରୁ ବାଦ୍ ଦିଆଯାଇଛି। ତାଙ୍କ ସ୍ଥାନରେ ସିଦ୍ଧାର୍ଥ କୌଲଙ୍କୁ ସୁଯୋଗ ମିଳିଛି।
ମୁମ୍ବାଇ ତା'ର ଶେଷ ମ୍ୟାଚରେ କିଙ୍ଗସ୍ ଇଲେଭେନ୍ ପଞ୍ଜାବକୁ ହରାଇଥିବା ବେଳେ ସନରାଇଜର୍ସ ଚେନ୍ନାଇ ସୁପର୍ କିଙ୍ଗସକୁ ପରାସ୍ତ କରିଥିଲା। ତେବେ ଉଭୟ ମୁମ୍ବାଇ ଓ ପଞ୍ଜାବ ଏହି ମ୍ୟାଚ୍ ଜିତି ପଏଣ୍ଟ ଟେବୁଲର ଉପରକୁ ଉଠିବାକୁ ପ୍ରୟାସ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।