ପ୍ରଥମେ ବ୍ୟାଟିଂ କରିବ ମୁମ୍ବାଇ, ଭୁବି ବାଦ୍

ଶାରଜା: ଚଳିତ ଆଇପିଏଲର ୧୭ତମ ମୁକାବିଲାରେ ମୁହାମୁହିଁ ହୋଇଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ। ଏହି ମ୍ୟାଚରେ ଖେଳାଯାଉଥିବା ଏହି ମ୍ୟାଚରେ ମୁମ୍ବାଇ କ୍ୟାପଟେନ୍ ରୋହିତ୍ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁମ୍ବାଇ ତା’ର ଚୂଡ଼ାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ କରିନାହିଁ। ତେବେ ହାଇଦ୍ରାବାଦ ଦଳରେ ଦୁଇଟି ପରିବର୍ତ୍ତନ ହୋଇଛି। ଚେନ୍ନାଇ ସୁପର କିଙ୍ଗସ୍ ବିପକ୍ଷ ମ୍ୟାଚରେ ଆହତ ହୋଇଥିବା ଭୁବନେଶ୍ୱର କୁମାର ବାଦ୍ ପଡ଼ିଥିବା ବେଳେ ତାଙ୍କ ସ୍ଥାନରେ […]

ipl

ipl

Ranjit Kumar Jena
  • Published: Sunday, 04 October 2020
  • Updated: 04 October 2020, 03:28 PM IST

Sports

Latest News

ଶାରଜା: ଚଳିତ ଆଇପିଏଲର ୧୭ତମ ମୁକାବିଲାରେ ମୁହାମୁହିଁ ହୋଇଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ। ଏହି ମ୍ୟାଚରେ ଖେଳାଯାଉଥିବା ଏହି ମ୍ୟାଚରେ ମୁମ୍ବାଇ କ୍ୟାପଟେନ୍ ରୋହିତ୍ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ମୁମ୍ବାଇ ତା'ର ଚୂଡ଼ାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ କରିନାହିଁ। ତେବେ ହାଇଦ୍ରାବାଦ ଦଳରେ ଦୁଇଟି ପରିବର୍ତ୍ତନ ହୋଇଛି। ଚେନ୍ନାଇ ସୁପର କିଙ୍ଗସ୍ ବିପକ୍ଷ ମ୍ୟାଚରେ ଆହତ ହୋଇଥିବା ଭୁବନେଶ୍ୱର କୁମାର ବାଦ୍ ପଡ଼ିଥିବା ବେଳେ ତାଙ୍କ ସ୍ଥାନରେ ସନ୍ଦୀପ ଶର୍ମାଙ୍କୁ ସାମିଲ୍‌ କରାଯାଇଛି। ସେହିପରି ଗତ ମ୍ୟାଚରେ ମହଙ୍ଗା ସାବ୍ୟସ୍ତ ହୋଇଥିବା ଖଲୀଲ୍ ଅହମ୍ମଦଙ୍କୁ ଚୂଡ଼ାନ୍ତ ଦଳରୁ ବାଦ୍ ଦିଆଯାଇଛି। ତାଙ୍କ ସ୍ଥାନରେ ସିଦ୍ଧାର୍ଥ କୌଲଙ୍କୁ ସୁଯୋଗ ମିଳିଛି।

ମୁମ୍ବାଇ ତା'ର ଶେଷ ମ୍ୟାଚରେ କିଙ୍ଗସ୍ ଇଲେଭେନ୍ ପଞ୍ଜାବକୁ ହରାଇଥିବା ବେଳେ ସନରାଇଜର୍ସ ଚେନ୍ନାଇ ସୁପର୍ କିଙ୍ଗସକୁ ପରାସ୍ତ କରିଥିଲା। ତେବେ ଉଭୟ ମୁମ୍ବାଇ ଓ ପଞ୍ଜାବ ଏହି ମ୍ୟାଚ୍ ଜିତି ପଏଣ୍ଟ ଟେବୁଲର ଉପରକୁ ଉଠିବାକୁ ପ୍ରୟାସ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story