କଲମ୍ବୋ:ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ଅଷ୍ଟ୍ରେଲିଆ ଦଳର ବୋଲିଂ ଉପଦେଷ୍ଟା ଭେବେ ଦାୟିତ୍ୱ ତୁଲାଇବେ ବୋଲିଂ କିମ୍ବଦନ୍ତୀ ସ୍ପିନର ମୂଥେୟା ମୂରଲୀଧରନ୍।
୪୪ ବର୍ଷୀୟ ଏହି କ୍ରିକେଟର ଜଣକ ଟେଷ୍ଟରେ ୮୦୦ଟି ୱିକେଟ ନେଇ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ଜୁଲାଇ ୨୬ରେ ଶ୍ରୀଲଙ୍କା ବିପକ୍ଷରେ ଆରମ୍ଭ ହେବାକୁ ଥିବା ଫଲ୍ଲେଖେଲେ ଟେଷ୍ଟରେ ସେ ଅଷ୍ଟ୍ରେଲୀୟ ସ୍ପିନରଙ୍କୁ ମହତ୍ତ୍ୱପୂର୍ଣ୍ଣ ଉପଦେଶ ଦେବେ।
ଅଷ୍ଟ୍ରେଲିଆର ଅଧିନାୟକ ଷ୍ଟିଭ୍ ସ୍ମିଥ କହିଛନ୍ତି,“ମୂରଲୀ ଶ୍ରୀଲଙ୍କା ଦଳରୁ ଖେଳି ବହୁ ଅଭିଜ୍ଞତା ଅର୍ଜନ କରିଛନ୍ତି। ତାଙ୍କ ଉପଦେଶକ୍ରମେ ଆମେ ଆମେ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ଜିତିବାକୁ ଆଶା ରଖିଛୁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମଶାଲ ଶୋଭାଯାତ୍ରା ବେଳେ ଅଘଟଣ; ନିଆଁ ଲାଗି ୫୦ ଗୁରୁତର
ଜଳୁଥିବା ମଶାଲରୁ ତେଳ ପଡ଼ିବା ହେତୁ ତାହା ହୁତୁହୁତୁ ହୋଇ ଜଳିଲା ଓ ଆଖି ପିଛୁଳାକେ ନିଆଁ ଚାରିଆଡ଼େ ବ୍ୟାପିଗଲା। ଏପରି ଏକ ଅଘଟଣରେ ପ୍ରାୟ ୫୦ରୁ ଲୋକ ଗୁରୁତର ହୋଇଛନ୍ତି।
National
ଚଳନ୍ତା ଆମ୍ବୁଲାନ୍ସରେ ନାବାଳିକାଙ୍କୁ ଦୁଷ୍କର୍ମ, ଭଉଣୀଭିଣୋଇ ଷଡଯନ୍ତ୍ରରେ ସାମିଲ
ଚଳନ୍ତା ଆମ୍ବୁଲାନ୍ସରେ ଦୁଷ୍କର୍ମର ଶିକାର ହେଲେ ନାବାଳିକା। ଆମ୍ବୁଲାନ୍ସର ହେଲପର ଘଟାଇଲେ ଏପରି କଳା କାରନାମା। ଆଉ ଏଥିରେ ସହଯୋଗ କଲେ ନାବାଳିକାଙ୍କ ଭଉଣୀଭିଣୋଇ।
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।