ଆସନ୍ତାକାଲିଠୁ ଜାତୀୟ ମୋଟରସାଇକେଲ ରେସିଂ ଚାମ୍ପିଅନ୍‌ସିପ୍‌

ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ଆରମ୍ଭ ହେବ ଭାରତୀୟ ନ୍ୟାସନାଲ ମୋଟରସାଇକେଲ ରେସିଂ ଚାମ୍ପିଅନ୍‌ସିପ୍‌। ଏଥିରେ ଟିଭିଏସ୍‌ ହୋଣ୍ଡା ଓ ସୁଜୁକି ପରି ବାଇକ୍‌ ନିର୍ମାଣକାରୀ ସଂସ୍ଥାର ୨୫୦ରୁ ଅଧିକ ପ୍ରତିଯୋଗୀ ୩ଟି ବର୍ଗରେ ୨୦ଟି ରେସ୍‌ରେ ଭାଗନେବେ। ଏହା କେରି ମୋଟର ସ୍ପିଡ୍‌ୱେରେ ଆରମ୍ଭ ହେବ।

ଚେନ୍ନାଇର ଅବସ୍ଥାପିତ ଏମ୍‌ଆରଏଫ ଟାୟାର୍ସ ଏହାର ଟାଇଟେଲ୍‌ ହୋଲ୍ଡର ରହିଛି।

ଆହୁରି ପଢ଼ନ୍ତୁ

ବିଏମ୍‌ଡବ୍ଲ୍ୟୁ କାର୍‌ ବିକିବାକୁ ଚାହୁଁଛନ୍ତି ଦୂତୀ ଚାନ୍ଦ, ଜାଣନ୍ତୁ କାହିଁକି?

ଯଦି ସୁନୀଲ ଗାଭାସ୍କରଙ୍କ ବାମ କାନରେ ନଥା’ନ୍ତା ସେହି ଛୋଟ ଜାଇ…

ଗାବ୍ରିଏଲ ଓ ହୋଲ୍ଡରଙ୍କ ଚମକ, ବ୍ୟାକଫୁଟ୍‌ରେ ଇଂଲଣ୍ଡ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ

ସଚିନ ଓପନ କରନ୍ତି, ହେଲେ କାହିଁକି ପ୍ରଥମ ବଲ୍‌ ଷ୍ଟ୍ରାଇକ୍‌ କରନ୍ତି ନାହିଁ? ଗୁମର ଖୋଲିଲେ ଦାଦା

‘ଜଣେ କାହା ସହିତ କୌଣସି ସମୟରେ ପ୍ରେମରେ ପଡ଼ିପାରେ’

ବରିଷ୍ଠ ଖେଳାଳିଙ୍କୁ ଜେରା ପରେ ୨୦୧୧ ବିଶ୍ୱକପ୍ ଫିକ୍ସିଂ ଅଭିଯୋଗର ତଦନ୍ତ ଉପରେ ରୋକ ଲଗାଇଲା ଶ୍ରୀଲଙ୍କା

୨୦୧୧ ବିଶ୍ୱକପ ଫିକ୍ସିଂ ହୋଇଥିଲା କି? ସାଙ୍ଗାକାରାଙ୍କୁ ୧୦ ଘଣ୍ଟା ଜେରା

କୋଚଙ୍କ ବେକରେ ଛୁରୀ ଲଗାଇ ଦେଇଥିଲେ ପାକ୍‌ର ଏହି ପୂର୍ବତନ ବ୍ୟାଟସମ୍ୟାନ!