ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପ୍ରଦେଶର ଗୋରଖପୁରଠାରେ ଡିସେମ୍ବର ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ୨୪ତମ ୧୬ ବର୍ଷରୁ କମ୍ ଜାତୀୟ ସବଜୁନିୟର ଟେନିସ୍ ବଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ। ଏଥିପାଇଁ ସ୍ଥାନୀୟ ଏଲସିସି ଟେନିସ୍ ବଲ୍ କ୍ରିକେଟ୍ ଗ୍ରାଉଣ୍ଡରେ ରବିବାର ୧୬ ବର୍ଷରୁ କମ୍ ଖେଳାଳି ଚୟନ ପ୍ରକ୍ରିୟା ଆୟୋଜିତ ହୋଇଛି।
ଏହି ଚୟନ ପ୍ରକ୍ରିୟାରେ ମୁଖ୍ୟ ଚୟନକର୍ତ୍ତା ଭାବେ ଓଡ଼ିଶା ଟେନିସ୍ ବଲ୍ ସଂଘର ସହସମ୍ପାଦକ ସୋମନାଥ ପରିଡା, ସମ୍ପାଦକ ସିଥିଲ ପଣ୍ଡା, ଭୁବନେଶ୍ୱର ଟେନିସ୍ ବଲ୍ କ୍ରିକେଟ ସଂଘର ସମ୍ପାଦକ ପଙ୍କଜ ଦାସ ଏବଂ ସିନିୟର ଦଳର ଖେଳାଳି ପ୍ରକାଶ କୁମାର ସାହୁ ଉପସ୍ଥିତ ଥିଲେ।
ଓଡ଼ିଶା ଟେନିସ୍ ବଲ୍ କ୍ରିକେଟ୍ ସଂଘର ସଭାପତି ସୂରଜ ମିଶ୍ର ଅଂଶଗ୍ରହଣକାରୀ ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସୂଚନାଯୋଗ୍ୟ, ଭଦ୍ରକ, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ଖେଳାଳି ଚୟନ ପ୍ରକ୍ରିୟା ଶେଷ ହୋଇସାରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ଭୋଟରଙ୍କୁ ଟଙ୍କା ବାଣ୍ଟୁଛନ୍ତି’ ବିଜେପି ନେତା: EDରେ ଅଭିଯୋଗ କଲା ଆପ୍
ଆଜି ଟଙ୍କା ବାଣ୍ଟିବା ଅଭିଯୋଗ ଆଣି ସଞ୍ଜୟ ସିଂହ ଇଡି ଅଫିସରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି। ଦିନକ ତଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିଶୀ ଅଭିଯୋଗ କରିଥିଲେ ଯେ ବିଜେପି ନେତା ପରଭେଶ ବର୍ମା ନୂଆଦିଲ୍ଲୀ ନିର୍ବାଚନ ମଣ୍ଡଳୀରେ ମହିଳାଙ୍କୁ ଟଙ୍କା ବାଣ୍ଟୁ ଥିବା ଅଭିଯୋଗ କରିଥିଲେ।
Politics
DMK ଶାସନର ଅନ୍ତ ନ ହେବା ଯାଏ ଚପଲ ପିନ୍ଧିବେନି ଆନ୍ନାମଲାଇ: କହିଲେ- ୬ଥର ଜାବୁକ ମାରିହେବି
ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିରୁ ଡିଏମକେ ସରକାର ବିପର୍ଯ୍ୟସ୍ତ କରି ଦେଇଥିବା ଅଭିଯୋଗ କରି ଆନ୍ନାମଲାଇ ବଡ଼ ଘୋଷଣା କରିଛନ୍ତି।
National
ବାଜପେୟୀଙ୍କ ସ୍ମୃତିପୀଠରେ ‘ରଘୁପତି ରାଘବ’କୁ ନେଇ ବିବାଦ: ସରି କହିଲେ ସିଙ୍ଗର୍
କାର୍ଯ୍ୟକ୍ରମ ବେଳେ ଗାୟିକା ଦେବୀ ଷ୍ଟେଜ ଉପରେ ମହାତ୍ମା ଗାନ୍ଧିଙ୍କ ସହ ଜଡ଼ିତ ରଘୁପତି ରାଘବ ରାଜା ରାମ ଗୀତ ଗାଇବା ଆରମ୍ଭ କରିଥିଲେ। ତେବେ ଏହାକୁ ସେଠାରେ ଉପସ୍ଥିତ କିଛି ଲୋକ ବିରୋଧ କରିଥିଲେ।
National
କିନ୍ନରଙ୍କୁ ପ୍ରେମ ବିବାହ କରିବାକୁ ନିଷ୍ପତ୍ତି ନେଲା ପୁଅ, ଜୀବନ ହାରିଦେଲେ ବାପା-ମା’
ଘରର ଏକମାତ୍ର ପୁଅର ଏପରି କିନ୍ନର ପ୍ରେମକୁ ବାପା ମା’ ବିରୋଧ କରିଥିଲେ। ସେମାନେ ପୁଅକୁ ବୁଝାସୁଝା ମଧ୍ୟ କରିଥିଲେ।
National
ସେଲେବ୍ରିଟିମାନେ ଫ୍ୟାନ୍ମାନଙ୍କୁ ନିୟନ୍ତ୍ରଣରେ ରଖିବା ଦରକାର: ରେବନ୍ତ ରେଡ୍ଡୀ
ଅଲ୍ଲୁ ଅର୍ଜୁନଙ୍କ ବାପା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ ଭେଟିଛନ୍ତି। ତାଙ୍କ ସହ ଟଲିଉଡ ଇଣ୍ଡଷ୍ଟ୍ରିର ଅଧିକାଂଶ କଳାକାର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ କରିଛନ୍ତି।