ରୌପ୍ୟ ପଦକ ଜିତିବା ପଛର କାରଣ କହିଲେ ନୀରଜ | Odisha Reporter
ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ରୌପ୍ୟ ଜିତିଲେ ନୀରଜ ଚୋପ୍ରା। ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ନୀରଜଙ୍କୁ ମିଳିଛି ରୌପ୍ୟ ପଦକ। ଆଉ ଏହି ପଦକ ଜିତି ଦେଶ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ନୀରଜ ଚୋପ୍ରା। ଦ୍ୱିତୀୟ ଥ୍ରୋରେ ସେ ୮୯.୪୫ ମିଟର ଜାଭଲିନ୍ ଫିଙ୍ଗି ଜିତିଛନ୍ତି ସିଲଭର ମେଡାଲ। ସେହିଭଳି ପାକିସ୍ତାନର ଅର୍ଶଦ୍ ନଦୀମ୍ ଅଲିମ୍ପିକ୍ ରେକର୍ଡ ୯୨.୯୭ ମିଟର ଜାଭଲିନ୍ ଫିଙ୍ଗି ସ୍ୱର୍ଣ୍ଣ ପଦକ ନିଜ ନାଁରେ କରିଛନ୍ତି । ରୌପ୍ୟ ପଦକ ଜିତିବା ପରେ ନୀରଜ ଚୋପ୍ରା କଣ କହିଥିଲେ ଶୁଣନ୍ତୁ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
