ବର୍ମିଂହାମ: ଆଜି ରାଜ୍ୟଗୋଷ୍ଠୀ କ୍ରୀଡ଼ା ବକ୍ସିଂ ବିଭାଗରେ ଭାରତକୁ ମିଳିଲା ତୃତୀୟ ସ୍ୱର୍ଣ୍ଣ ପଦକ। ନିଖତ ଜରିନ ୫୦ କେଜି (ଲାଇଟ୍ ଫ୍ଲାଇୱେଟ)ରେ ଜିତିଲେ ସ୍ୱର୍ଣ୍ଣ। ଉତ୍ତର ଆୟର୍ଲାଣ୍ଡର କାର୍ଲି ମ୍ୟାକନାଉଲ୍ଙ୍କୁ ହରାଇ ସେ ଏହି ପଦକ ହାସଲ କରିଛନ୍ତି। ପୂର୍ବରୁ ନିତୁ ଘନ୍ଘାସ ଓ ଅମିତ ପଙ୍ଗଲ ସ୍ୱର୍ଣ୍ଣ ଜିତିଥିଲେ।
ନିଖତ ଜରିନ ଚଳିତ ସିଜିନ୍ରେ ଏହାକୁ ମିଶାଇ ହାଟ୍ରିକ୍ ପଦକ ପାଇଛନ୍ତି।
୪୮ ପଦକ ସହ ଭାରତ ତାଲିକାରେ ୪ର୍ଥ ସ୍ଥାନକୁ ଉନ୍ନୀତ। ଶେଷ ଖବର ସୁଦ୍ଧା ଚଳିତ ରାଜ୍ୟ ଗୋଷ୍ଠୀ କ୍ରୀଡାରେ ଭାରତକୁ ୧୭ ସ୍ୱର୍ଣ୍ଣ, ୧୨ ରୌପ୍ୟ, ୧୯ ବ୍ରୋଞ୍ଜ୍ ସହ ମୋଟ ୪୮ପଦକ ମିଳିଛି। ଭାରତୀୟ ଖେଳାଳିମାନେ ୟୁକେରେ ଚାଲିଥିବା ଏହି ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଉନ୍ନତ ଖେଳ ପ୍ରଦର୍ଶନ କରିବା ସମସ୍ତ ଖେଳପ୍ରେମୀଙ୍କୁ ଉତ୍ସାହିତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।