ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜରୁ ଧୋନି ବାଦ୍, ଫେରିଲେ ହାର୍ଦ୍ଦିକ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ ଟିମର ୧୫ଜଣିଆ ସ୍କ୍ୱାଡର ଘୋଷଣା କରାଯାଇଛି। ଏହି ସିରିଜ୍ ପାଇଁ ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂହ ଧୋନିଙ୍କୁ ସାମିଲ୍ କରାଯାଇନଥିବା ବେଳେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟିମକୁ ଫେରିଛନ୍ତି। ୱେଷ୍ଟଇଣ୍ଡିଜ୍ ଗସ୍ତରେ ଟି-୨୦ ସିରିଜ୍ ଖେଳିଥିବା ଭାରତୀୟ ଦଳରେ କେବଳ ଗୋଟିଏ ପରିବର୍ତ୍ତନ କରାଯାଇଛି। ଭୁବନେଶ୍ୱର କୁମାରଙ୍କୁ ବିଶ୍ରାମ ଦିଆଯାଇ ତାଙ୍କ ସ୍ଥାନରେ ହାର୍ଦ୍ଦିକଙ୍କୁ ନିଆଯାଇଛି। ବିଶ୍ୱକପରେ ଅତିରିକ୍ତ କାର୍ଯ୍ୟଭାର ଯୋଗୁ ହାର୍ଦ୍ଦିକଙ୍କୁ ପୂରା […]

msd

msd

Ranjit Kumar Jena
  • Published: Thursday, 29 August 2019
  • Updated: 29 August 2019, 10:02 PM IST

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ ଟିମର ୧୫ଜଣିଆ ସ୍କ୍ୱାଡର ଘୋଷଣା କରାଯାଇଛି। ଏହି ସିରିଜ୍ ପାଇଁ ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂହ ଧୋନିଙ୍କୁ ସାମିଲ୍ କରାଯାଇନଥିବା ବେଳେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟିମକୁ ଫେରିଛନ୍ତି।

ୱେଷ୍ଟଇଣ୍ଡିଜ୍ ଗସ୍ତରେ ଟି-୨୦ ସିରିଜ୍ ଖେଳିଥିବା ଭାରତୀୟ ଦଳରେ କେବଳ ଗୋଟିଏ ପରିବର୍ତ୍ତନ କରାଯାଇଛି। ଭୁବନେଶ୍ୱର କୁମାରଙ୍କୁ ବିଶ୍ରାମ ଦିଆଯାଇ ତାଙ୍କ ସ୍ଥାନରେ ହାର୍ଦ୍ଦିକଙ୍କୁ ନିଆଯାଇଛି। ବିଶ୍ୱକପରେ ଅତିରିକ୍ତ କାର୍ଯ୍ୟଭାର ଯୋଗୁ ହାର୍ଦ୍ଦିକଙ୍କୁ ପୂରା ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ବିଶ୍ରାମ ଦିଆଯାଇଥିଲା। ସେହିପରି ଧୋନି କ୍ରିକେଟରୁ ଦୁଇମାସର ବ୍ରେକ୍ ନେଇଛନ୍ତି ଏବଂ ଏହା ମଧ୍ୟରେ ସେ ୧୫ଦିନ ଟେରିଟୋରିଆଲ୍ ଆର୍ମି ସହ ସମୟ ବିତାଇଥିଲେ।

ଯଶପ୍ରୀତ ବୁମ୍ରାଙ୍କୁ ପୁଣିଥରେ କ୍ରିକେଟର ଏହି ଛୋଟିଆ ଫର୍ମାଟରୁ ବିଶ୍ରାମ ଦିଆଯାଇଛି। ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ସେପ୍ଟେମ୍ବର ୧୫ ତାରିଖରେ ଖେଳାଯିବାକୁ ଥିବା ବେଳେ ଦ୍ୱିତୀୟ ମ୍ୟାଚରେ ୧୮ ତାରିଖରେ ମୋହାଲି ଏବଂ ତୃତୀୟ ମ୍ୟାଚ୍ ୨୨ ତାରିଖରେ ବେଙ୍ଗାଲୁରୁରେ ଅନୁଷ୍ଠିତ ହେବ। ଏହା ପରେ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନିମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଖେଳିବ।

ଭାରତୀୟ ସ୍କ୍ୱାଡ୍: ବିରାଟ୍ କୋହଲି (କ୍ୟାପଟେନ୍), ରୋହିତ୍ ଶର୍ମା (ଭାଇସ୍-କ୍ୟାପଟେନ୍), ଶିଖର ଧୱନ୍, ଲୋକେଶ ରାହୁଲ୍, ଶ୍ରେୟସ୍ ଆୟର୍, ମନିଷ ପାଣ୍ଡେ, ରିଷଭ ପନ୍ତ (ୱିକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, କୃନାଲ୍ ପାଣ୍ଡ୍ୟା, ୱାଶିଂଟନ୍ ସୁନ୍ଦର, ରାହୁଲ୍ ଚହର୍, ଖଲୀଲ ଅହମ୍ମଦ, ଦୀପକ ଚହର୍, ନଭଦୀପ ସାଇନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story