ନୂଆଦିଲ୍ଲୀ: ବିଶ୍ୱ ବ୍ୟାଡମିଣ୍ଟନ୍ ମାନ୍ୟତାର ନମ୍ବର ୱାନ୍ ମାନ୍ୟତା ହରାଇଛନ୍ତି ଭାରତୀୟ ବ୍ୟାଡମିଣ୍ଟନ୍ ତାରକା ସାଇନା ନେହୱାଲ। ବ୍ୟାଡମିଣ୍ଟନ ୱାଲର୍ଡ ଫେଡେରସନ ପକ୍ଷରୁ ଗୁରୁବାର ଜାରି କରାଯାଇଥିବା ସଦ୍ୟ ମାନ୍ୟତା ତାଲିକାରେ ସାଇନାଙ୍କୁ ମିଳିଛି ୨ ନମ୍ବର ସ୍ଥାନ। ପ୍ରଥମ ସ୍ଥାନକୁ ଉଠିଛନ୍ତି ସ୍ପେନର କାରୋଲିନା ମାରିନ୍। ସେ ୮୩୪୧୨ ପଏଣ୍ଟ ପାଇ ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ପଛକୁ ୮୧୭୮୨ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ସାଇନା।
ଡେନମାର୍କ ଓପନ୍ ଓ ଜାପାନ ଓପନ୍ ବ୍ୟାଡମିଣ୍ଟନରେ ପରାଜୟ ଯୋଗୁଁ ସାଇନାଙ୍କ ମାନ୍ୟତାରେ ହ୍ରାସ ପାଇଛି।
ଗତ ମେ’ ମାସରେ ସାଇନା ୧ ନମ୍ବର ସ୍ଥାନ ଅଧିକାର କରିଥିଲେ।
ସେହିଭଳି ପୁରୁଷଙ୍କ ଏକକ ମାନ୍ୟତା ତାଲିକାରେ ଷଷ୍ଠ ସ୍ଥାନରେ ରହିଛନ୍ତି କେ ଶ୍ରୀକାନ୍ତ ଓ ପାରୁପଲ୍ଲୀ କଶ୍ୟପ ୧୦ ନମ୍ବର ସ୍ଥାନରେ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।