ସାଂଘାଇ ମାଷ୍ଟର କ୍ୱାଟର୍ସରେ ଜୋକୋଭିକ୍‌

ସାଂଘାଇ: ସର୍ବିଆ ଟେନିସ୍‌ ଖେଳାଳି ନୋଭାକ୍‌ ଜୋକୋଭିକ୍‌ ସାଂଘାଇ ରୋଲେକ୍ସ ମାଷ୍ଟରର କ୍ୱାଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେ କାନାଡ଼ାର ଭାସେକ ପୋସ୍‌ପିସିଲଙ୍କୁ ପରାସ୍ତ କରିଛନ୍ତି।

ମାତ୍ର ୨୦ ମିନିଟ୍‌ର ମ୍ୟାଚ୍‌ରେ ଜୋକୋଭିକ୍‌ ଭାସେକ୍‌ଙ୍କୁ ୬-୪, ୬-୪ ସିଧାସଳଖ ସେଟ୍‌ରେ ପରାସ୍ତ କରିଥିଲେ। କ୍ୱାଟର ଫାଇନାଲରେ ସେ ବିଶ୍ୱ ମାନ୍ୟତାର ୧୧୦ ନମ୍ବର ଖେଳାଳି ଜର୍ମାନୀର ମିସ୍‌ଚା ଜିଭେରଭ୍‌ଙ୍କୁ ଭେଟିବେ।

ଆହୁରି ପଢ଼ନ୍ତୁ

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ

ଅନୱରଙ୍କ ପରେ ଇଂଲଣ୍ଡରେ ଶାନ ମାସୁଦ କଲେ ଏହି ରେକର୍ଡ

ଆଇପିଏଲ ପାଇଁ ଜାରି ହେଲା ଏସଓପି, ଜାଣନ୍ତୁ କ’ଣ ରହିଛି ନିୟମ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ

ଦୁନିଆର ସବୁଠାରୁ ଦାମୀ କାର୍‌ କିଣିଲେ ରୋନାଲ୍ଡୋ, ଦାମ ଶୁଣିଲେ ହୋସ ଉଡ଼ିଯିବ

ପ୍ରତିଶୁଭେଚ୍ଛାରେ ଦୂତୀଙ୍କୁ ଏମିତି ଲେଖିଲେ ମୋଦି

ଷ୍ଟାର ଖେଳାଳିଙ୍କୁ ୧୦ ମାସ ହେଲା ଦରମା ଦେଇନି ବିସିସିଆଇ

ଆଇପିଏଲର ମୁଖ୍ୟ ସ୍ପୋନସର ‘ଭିଭୋ’କୁ ନେଇ ନିଷ୍ପତ୍ତି ନେଲା ବିସିସିଆଇ