ନ୍ୟୁଜିଲ୍ୟାଣ୍ଡକୁ ପ୍ରାରମ୍ଭିକ ଝଟକା

ଲର୍ଡ୍ସ: ଐତିହାସିକ ଲର୍ଡ୍ସ ମଇଦାନରେ ବିଶ୍ୱକପ୍ ଫାଇନାଲରେ ମୁହାଁମୁହିଁ ହୋଇଛନ୍ତି ଇଂଲଣ୍ଡ ଓ ନ୍ୟୁଜିଲ୍ୟାଣ୍ଡ୍। ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲ୍ୟାଣ୍ଡ୍ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଓପ୍ନର ମାର୍ଟିନ୍ ଗପ୍ଟିଲ୍ ମ୍ୟାଚରେ ଭଲ ଆରମ୍ଭ କରିଥିଲେ ହେଁ, ବଡ଼ ସ୍କୋର କରିବାରେ ବିଫଳ ହୋଇଛନ୍ତି। ସେ ମାତ୍ର ୧୯ ରନ୍ କରି କ୍ରିସ୍ ଓକ୍ସଙ୍କ ବଲରେ ଏଲବିଡବ୍ଲ୍ୟୁ ହୋଇଛନ୍ତି। ତେବେ ଅନ୍ୟତମ ଓପ୍ନର ହେନରୀ ନିକୋଲ୍ସ ଓ କ୍ୟାପଟେନ୍ କେନ୍ ୱିଲିୟମସନ୍ ଧୈର୍ଯ୍ୟ […]

guptil

Hemant Lenka
  • Published: Sunday, 14 July 2019
  • , Updated: 14 July 2019, 04:14 PM IST

ଲର୍ଡ୍ସ: ଐତିହାସିକ ଲର୍ଡ୍ସ ମଇଦାନରେ ବିଶ୍ୱକପ୍ ଫାଇନାଲରେ ମୁହାଁମୁହିଁ ହୋଇଛନ୍ତି ଇଂଲଣ୍ଡ ଓ ନ୍ୟୁଜିଲ୍ୟାଣ୍ଡ୍। ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲ୍ୟାଣ୍ଡ୍ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି।

ଓପ୍ନର ମାର୍ଟିନ୍ ଗପ୍ଟିଲ୍ ମ୍ୟାଚରେ ଭଲ ଆରମ୍ଭ କରିଥିଲେ ହେଁ, ବଡ଼ ସ୍କୋର କରିବାରେ ବିଫଳ ହୋଇଛନ୍ତି। ସେ ମାତ୍ର ୧୯ ରନ୍ କରି କ୍ରିସ୍ ଓକ୍ସଙ୍କ ବଲରେ ଏଲବିଡବ୍ଲ୍ୟୁ ହୋଇଛନ୍ତି। ତେବେ ଅନ୍ୟତମ ଓପ୍ନର ହେନରୀ ନିକୋଲ୍ସ ଓ କ୍ୟାପଟେନ୍ କେନ୍ ୱିଲିୟମସନ୍ ଧୈର୍ଯ୍ୟ ଦେଖାଇଛନ୍ତି।

ରିପୋର୍ଟ ଲେଖା ହେଲା ବେଳକୁ ନ୍ୟୁଜିଲ୍ୟାଣ୍ଡ୍ ୧ ୱିକେଟ୍ ବିନିମୟରେ ୪୬ ରନ୍ କରିଛି। ନିକୋଲ୍ସ ୨୧ ଓ ୱିଲିୟମସନ୍ ୨ ରନରେ ବ୍ୟାଟିଂ କରୁଛନ୍ତି।

Related story