୨୭ରେ ଓଡ଼ିଶା କ୍ରିକେଟ ଆସୋସିଏସନ୍‌ ନିର୍ବାଚନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶେଷରେ ନିର୍ବାଚନ କରିବାକୁ ରାଜି ହୋଇଛି ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌(ଓସିଏ)। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତି ପ୍ରାପ୍ତ ବିସିସିଆଇର ପ୍ରଶାସନିକ କମିଟି(ସିଇଓ)ର ନିର୍ଦ୍ଦେଶକ୍ରମେ ଓସିଏ ବିଭିନ୍ନ ପଦପଦବୀ ପାଇଁ ଭୋଟ କରିବାକୁ ନିଷ୍ପତ୍ତି ନେଇଛି। ନିଷ୍ପତ୍ତି ଅନୁଯାୟୀ, ଆସନ୍ତା ୨୭ ତାରିଖ ଦିନ ୧୧ଟାରେ ଭୋଟ ଗ୍ରହଣ ହେବ। ବାରବାଟୀ ଷ୍ଟାଡିୟମରେ ଥିବା ଓସିଏ କନଫରେନ୍ସ ହଲରେ ହିଁ ଏହି ଭୋଟ ପ୍ରକ୍ରିୟା ଅନୁଷ୍ଠିତ ହେବ। ଭୋଟରେ ଭାଗ ନେବାକୁ ଥିବା ଚୂଡ଼ାନ୍ତ ଭୋଟର ତାଲିକା […]

edf

edf

Hemant Lenka
  • Published: Saturday, 07 September 2019
  • Updated: 07 September 2019, 08:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶେଷରେ ନିର୍ବାଚନ କରିବାକୁ ରାଜି ହୋଇଛି ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌(ଓସିଏ)। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତି ପ୍ରାପ୍ତ ବିସିସିଆଇର ପ୍ରଶାସନିକ କମିଟି(ସିଇଓ)ର ନିର୍ଦ୍ଦେଶକ୍ରମେ ଓସିଏ ବିଭିନ୍ନ ପଦପଦବୀ ପାଇଁ ଭୋଟ କରିବାକୁ ନିଷ୍ପତ୍ତି ନେଇଛି।

ନିଷ୍ପତ୍ତି ଅନୁଯାୟୀ, ଆସନ୍ତା ୨୭ ତାରିଖ ଦିନ ୧୧ଟାରେ ଭୋଟ ଗ୍ରହଣ ହେବ। ବାରବାଟୀ ଷ୍ଟାଡିୟମରେ ଥିବା ଓସିଏ କନଫରେନ୍ସ ହଲରେ ହିଁ ଏହି ଭୋଟ ପ୍ରକ୍ରିୟା ଅନୁଷ୍ଠିତ ହେବ। ଭୋଟରେ ଭାଗ ନେବାକୁ ଥିବା ଚୂଡ଼ାନ୍ତ ଭୋଟର ତାଲିକା ସେପ୍ଟେମ୍ବର ୧୫ରେ ପ୍ରକାଶ ପାଇବ।

ସେହିପରି ୨୭ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ୨୦ ସେପ୍ଟେମ୍ବର ରଖାଯାଇଛି। ୨୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୨ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯିବ। ୨୭ ତାରିଖରେ ଭୋଟ ସହ ଫଳାଫଳ ପ୍ରକାଶ ପାଇବ। ବିସିସିଆଇ ନିର୍ବାଚନ ଅଧିକାରୀ ଏମଏଲ ମଜୁମଦାର ଏ ସମ୍ପର୍କରେ ଓସିଏକୁ ଅବଗତ କରାଇଛନ୍ତି।

ଉଲ୍ଲେଖଯୋଗ୍ୟ, ସେପ୍ଟେମ୍ବର ୨୮ ତାରିଖ ସୁଦ୍ଧର ନିର୍ବାଚନ ଶେଷ କରିବାକୁ ବିସିସିଆଇ ପକ୍ଷରୁ ଓସିଏକୁ ନିର୍ଦ୍ଦେଶ ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story