ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏଥର ଆଇପିଏଲ୍ ନିଲାମରେ ସାମିଲ ହୋଇପାରନ୍ତି ଓଡ଼ିଶାର ୬ ଜଣ କ୍ରିକେଟର। ସେମାନେ ହେଲେ ଓଡ଼ିଶା ରଣଜୀ ଦଳର କ୍ୟାପଟେନ୍ ଶୁଭ୍ରାଂଶୁ ସେନାପତି, ୱିକେଟକିପର ବ୍ୟାଟ୍ସମ୍ୟାନ୍ ରାଜେଶ ଧୁପର, ଯୁବ ପେସ୍ ବୋଲର ରାଜେଶ ମହାନ୍ତି, ପପୁ ରାୟ, ଗୌରବ ଚୌଧୁରୀ ଓ ତରଣୀ ସା।
ଆଇପିଏଲ୍ର ନୂଆ ସିଜିନ୍ ପାଇଁ ହେବାକୁ ଥିବା ନିଲାମରେ ଓଡ଼ିଶାର ଏହି ୬ କ୍ରିକେଟରଙ୍କୁ ସାମିଲ କରିବା ପାଇଁ ସୁପାରିସ କରିଛି ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)। ଯଦି କେଉଁ ଦଳ ଏହି ଖେଳାଳି ମାନଙ୍କୁ କିଣେ, ତା’ହେଲେ ଆଇପିଏଲ୍ର ଆସନ୍ତା ସିଜନ୍ରେ ଓଡ଼ିଆ କ୍ରିକେଟରଙ୍କୁ ଦେଖିବାକୁ ମିଳିବ।
ପୂର୍ବ ଆଇପିଏଲ୍ ଅକ୍ସନ୍ ଗୁଡ଼ିକରେ ବହୁ ଓଡ଼ିଆ ଖେଳାଳିଙ୍କୁ ମନୋନୀତ କରାଯାଇଛି। ଓଡ଼ିଶା ଦଳର ଷ୍ଟାର୍ ଅଲରାଉଣ୍ଡର ବିପ୍ଳବ ସାମନ୍ତରାୟ, ୱିକେଟକିପର ହଳଧର ଦାସଙ୍କ ଭଳି ଖେଳାଳି ଆଇପିଏଲ୍ ଖେଳିବାର ସୁଯୋଗ ପାଇଛନ୍ତି। ବିପ୍ଳବ ସନରାଇଜର୍ସ ହାଇଦ୍ରାବାଦ ଓ ଦଳଧର ଡେକାନ୍ ଚାର୍ଜର୍ସ ଟିମ୍ ପକ୍ଷରୁ ଖେଳଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।