ଭୁବନେଶ୍ୱର, (ଓଡ଼ିଶା ରିପୋର୍ଟର୍): ନିକଟରେ ଶେଷ ହୋଇଥିବା ସର୍ଦ୍ଦାର୍ ସଜ୍ଜନ ସିଂହ ସେଠୀ ମେମୋରିଆଲ୍ ଜାତୀୟ ବନ୍ଧୁକ ପ୍ରତିଯୋଗିତାରେ ଓଡ଼ିଶାର କଶିକା ପ୍ରଧାନ ରୌପ୍ୟ ପଦକ ଜିତି ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି। ଏହି ସଫଳତା ପାଇଁ କଶିକାଙ୍କୁ ଓଡ଼ିଶା ରାଇଫଲ୍ ସଂଘ ପକ୍ଷରୁ ଗୁରୁବାର ଉତ୍କଳ ସ୍କୁଲଠାରେ ସମ୍ବର୍ଦ୍ଧନା ଦିଆଯାଇଛି।
ଏହି ଅବସରରେ ସମ୍ପାଦକ ହରିପ୍ରସାଦ କହିଥିଲେ, କଶିକାଙ୍କ ଏହି ସଫଳତା ରାଜ୍ୟର ଅନ୍ୟ ଶୁଟରମାନଙ୍କୁ ପ୍ରେରଣା ଯୋଗାଇବ। ଆଗାମୀ ଦିନରେ ଅଶିକା ଆହୁରି ସଫଳ ହୁଅନ୍ତୁ ବୋଲି ମୁଁ କାମନା କରୁଛି।
ସମ୍ବର୍ଦ୍ଧନା ଉତ୍ସବରେ ସଂଘର କୋଷାଧ୍ୟକ୍ଷ ଗୌରୀ ମହାନ୍ତି, ଆଶିଷ ନାୟକ, ସନ୍ଦୀପ ମହାନ୍ତି, ଗନ୍ ଫର୍ ଗ୍ଲୋରିର କର୍ମକର୍ତ୍ତା ରେଣୁ ଚୌଧୁରୀ, ପୁରୁଷୋତ୍ତମ ପାଙ୍ଗା, ହରସିନ୍ କୌର୍, ଉତ୍କଳ କରାଟେ ସ୍କୁଲର ଅନ୍ତର୍ଜାତୀୟ କରାଟେକା ଅନୁପମା ସ୍ୱାଇଁ, ମୋନାଲି ସାହୁ, ପର୍ବତାରୋହୀ ରଜନୀ ବିସି ଏବଂ କଶିକାଙ୍କ ପରିବାର ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।