ଇଂରାଜୀ ପତ୍ରିକାର କଭର୍‌ ପେଜ୍‌ରେ ଦୂତୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଆ ଧାବିକା ତଥା ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କ ଫଟୋ ମହିଳା କୈନ୍ଦ୍ରିକ ଇଂରାଜୀ ପତ୍ରିକା ‘କସ୍‌ମୋପଲିଟାନ୍‌’ର ଜୁଲାଇ ମାସ ସଂସ୍କରଣର ପ୍ରଚ୍ଛଦ ପୃଷ୍ଠାରେ ସ୍ଥାନ ପାଇଛି। କସ୍‌ମୋଇଣ୍ଡିଆ ପକ୍ଷରୁ ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟରେ ଦୂତୀଙ୍କ ଫଟୋ ଥିବା ପ୍ରଚ୍ଛଦ ପୃଷ୍ଠାକୁ ପୋଷ୍ଟ୍ କରାଯାଇଛି। ସଦ୍ୟ ସଂସ୍କରଣର କଭର୍ ପେଜ୍ ପୋଷ୍ଟ୍ କରି ‘କସ୍‌ମୋଇଣ୍ଡିଆ’ ପକ୍ଷରୁ କୁହାଯାଇଛି ଯେ, ନିକଟରେ ଦୂତୀ ଚାନ୍ଦ ପ୍ରଥମ ଭାରତୀୟ କ୍ରୀଡ଼ାବିତ୍ ଭାବେ ଖୋଲାଖୋଲି ତାଙ୍କ ସମଲିଙ୍ଗୀ ସଂପର୍କ ବିଷୟରେ […]

dutee chand

dutee chand

Subhransu Sekhar
  • Published: Wednesday, 10 July 2019
  • Updated: 10 July 2019, 12:04 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଆ ଧାବିକା ତଥା ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କ ଫଟୋ ମହିଳା କୈନ୍ଦ୍ରିକ ଇଂରାଜୀ ପତ୍ରିକା ‘କସ୍‌ମୋପଲିଟାନ୍‌’ର ଜୁଲାଇ ମାସ ସଂସ୍କରଣର ପ୍ରଚ୍ଛଦ ପୃଷ୍ଠାରେ ସ୍ଥାନ ପାଇଛି। କସ୍‌ମୋଇଣ୍ଡିଆ ପକ୍ଷରୁ ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟରେ ଦୂତୀଙ୍କ ଫଟୋ ଥିବା ପ୍ରଚ୍ଛଦ ପୃଷ୍ଠାକୁ ପୋଷ୍ଟ୍ କରାଯାଇଛି।

ସଦ୍ୟ ସଂସ୍କରଣର କଭର୍ ପେଜ୍ ପୋଷ୍ଟ୍ କରି ‘କସ୍‌ମୋଇଣ୍ଡିଆ’ ପକ୍ଷରୁ କୁହାଯାଇଛି ଯେ, ନିକଟରେ ଦୂତୀ ଚାନ୍ଦ ପ୍ରଥମ ଭାରତୀୟ କ୍ରୀଡ଼ାବିତ୍ ଭାବେ ଖୋଲାଖୋଲି ତାଙ୍କ ସମଲିଙ୍ଗୀ ସଂପର୍କ ବିଷୟରେ ପ୍ରକାଶ କରିଥିଲେ। ସେ କସ୍‌ମୋଇଣ୍ଡିଆକୁ ଦେଇଥିବା ସାକ୍ଷାତକାରରେ ତାଙ୍କ କ୍ରୀଡ଼ା ଜୀବନ ଓ ଅନ୍ୟାନ୍ୟ ବିଷୟରେ କହିଛନ୍ତି।

ଗତ ମେ’ ମାସରେ ଦୂତୀ ତାଙ୍କର ସମଲିଙ୍ଗୀ ସଂପର୍କକୁ ନେଇ ଚର୍ଚ୍ଚାକୁ ଆସିଥିଲେ। ସେ ସମଲିଙ୍ଗୀ ରିଲେସନ୍‌ସିପ୍‌ରେ ଥିବା ଘୋଷଣା କରିଥିଲେ।

ଏବେ ଇଟାଲୀର ନାପୋଲିରେ ଚାଲିଥିବା ୩୦ତମ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଦୂତୀ ଚାନ୍ଦ ଭାଗ ନେଇଛନ୍ତି। ଗତକାଲି ଏଥିରେ ତାଙ୍କ ବଡ଼ ସଫଳତା ମିଳିଛି। ମହିଳା ୧୦୦ ମିଟର ଦୌଡ଼ରେ ସେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି।

ଏହି କ୍ରୀଡ଼ାର ଚଳିତ ସଂସ୍କରଣରେ ଏହା ହେଉଛି ଭାରତର ପ୍ରଥମ ସ୍ୱର୍ଣ୍ଣ ପଦକ। ତା’ସହିତ ଏହି ବିଶ୍ୱସ୍ତରୀୟ କ୍ରୀଡ଼ାରେ ୧୦୦ ମିଟର ଦୌଡ଼ରେ ଏହା ହେଉଛି ଭାରତର ପ୍ରଥମ ସ୍ୱର୍ଣ୍ଣ। ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଇତିହାସରେ ପୂର୍ବରୁ କୌଣସି ଭାରତୀୟ ୧୦୦ ମିଟର ଫାଇନାଲ୍‌କୁ ଯୋଗ୍ୟତା ଅର୍ଜନ କରି ନଥିଲେ।

ଗତବର୍ଷ ଏସିଆନ ଗେମ୍ସରେ ଉଭୟ ୧୦୦ ଓ ୨୦୦ ମିଟର ଦୌଡ଼େରେ ଦୁଇଟି ରୌପ୍ୟ ପଦକ ଜିତିଥିଲେ ଦୂତୀ।

View this post on Instagram

Ace sprinter @duteechand is the digital cover star of our July 2019 issue. Recently, she became the first Indian sportsperson to openly declare that she’s in a same-sex relationship. In an exclusive interview with Cosmo India, Dutee opens up about her journey as an athlete, her coming-out story, and more. Issue on stands now. ✨ Editor: Nandini Bhalla (@nandinibhalla) Fashion Stylist: Zunaili Malik (@zunailimalik) Photographer: Sushant Chhabria (@sushantchhabria) Hair & Makeup: Maniasha at Faze Management (@bymaniasha) Interview: Sreeparna Mazumder (@sreeparna.mazumder) Dutee is wearing sports bra: Superdry Sports (@superdryindia); shorts, Fila (@filaindia); cape: Namrata Joshipura (@namratajoshipura) . . . . . . #DuteeChand #OnlyInCosmo #CosmoIndia #lgbtq #pride #loveislove

A post shared by Cosmopolitan India (@cosmoindia) on

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story