ଓଡ଼ିଶା ମହିଳା ଫୁଟବଲ୍ ଟିମ୍ ଉନ୍ନତ ପ୍ରଦର୍ଶନ କରୁଛି: ବାଇଚୁଙ୍ଗ ଭୂତିଆ

ଭୁବନେଶ୍ୱର: ଓଡିଶା ମହିଳା ଫୁଟବଲ୍ ଟିମ୍ ଉନ୍ନତ ପ୍ରଦର୍ଶନ କରୁଛି। ମାତ୍ର ପୁରୁଷ ଫୁଟବଲ୍ ଟିମ୍ ପାଇଁ ତୃଣମୂଳସ୍ତରରୁ ପ୍ରଚେଷ୍ଟା ଆବଶ୍ୟକ। ବୁଧବାର ଏହା କହିଛନ୍ତି ଦିନିକିଆ ଓଡିଶା ଗସ୍ତରେ ଆସିଥିବା ଭାରତୀୟ ଫୁଟବଲ୍ ଦଳର ପୂର୍ବତନ ଅଧିନାୟକ ବାଇଚୁଙ୍ଗ ଭୂତିଆ।

ସେହିପରି ନିକଟରେ ସାଫ୍ କ୍ରୀଡାରେ ଚାମ୍ପିଅନ୍ ହୋଇଥିବା ଭାରତୀୟ ଦଳ ପ୍ରଦର୍ଶନରେ ସେ ସନ୍ତୁଷ୍ଟ ବୋଲି କହିଛନ୍ତି। ଇଣ୍ଡିଆନ୍ ସୁପର୍ ଲିଗରେ ପ୍ରତିଭାବାନ ଖେଳାଳିଙ୍କୁ ସୁଯୋଗ ମିଳୁଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ସୁକିନ୍ଦାରେ ଅନୁଷ୍ଠିତ ହେବାକୁ ଥିବା ବୀର ଶହୀଦ୍ ସ୍ମାରକୀ ଫୁଟବଲ୍ ଟୁର୍ନାମେଣ୍ଟର ଫାଇନାଲ୍ ମ୍ୟାଚରେ ସେ ମୁଖ୍ୟଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ

ଧୋନିଙ୍କ ଭଳି ହେଲିକପ୍ଟର ଶଟ୍ ମାରି ଚର୍ଚ୍ଚାରେ ୭ ବର୍ଷର ପରୀ

ଦ୍ୱିତୀୟ ଟେଷ୍ଟ: ବର୍ଷା ଯୋଗୁ ଅଟକିଲା ଖେଳ, ପାକିସ୍ତାନ ୮୫/୨

ଧୋନିଙ୍କର ହେଲା କରୋନା ଟେଷ୍ଟ, ଜାଣନ୍ତୁ ରିପୋର୍ଟ କ’ଣ ଆସିଲା

ଆଇପିଏଲରେ ହେଲାନି ଚୟନ, ଆତ୍ମହତ୍ୟା କଲେ ‘ଜୁନିୟର ଡେଲ୍ ଷ୍ଟେନ୍’

ପୁରୁଷ ହକି ଟିମରେ ପଶିଲା କରୋନା

୧୬ ତାରିଖରେ ପଡ଼ିଆକୁ ଫେରିବେ ମାହି!

ଆଇପିଏଲର ପ୍ରାୟୋଜକ ହେବ ବାବା ରାମଦେବଙ୍କ ‘ପତଞ୍ଜଳି’!

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ