କଟକ: ଜମି ଅନିୟମିତତା ମାମଲାରେ ଓଡ଼ିଶା ଅଲିମ୍ପିକ ଆସୋସିଏସନକୁ ଲାଗିଛି ଝଟକା। ଆସୋସିଏସନ୍ ଅଧୀନରେ ଥିବା ୨.୭୦୩ ଏକର ଜମିକୁ ଜିଲ୍ଲା ପ୍ରଶାସନ ନିଜ ଅଧୀନକୁ ନେଇଛି। ପୂର୍ବରୁ ଜିଲ୍ଲା ପ୍ରଶାସନ ଗତ ମାର୍ଚ୍ଚ ୧୬ ତାରିଖରେ ଏହି ବିବାଦୀୟ ଜମିକୁ ସରକାରୀ ଖାତାକୁ ଫେରାଇ ଆଣିଥିଲା। କିନ୍ତୁ ପୋଲିସ୍ ଉପସ୍ଥିତିରେ କଟକ ଜିଲ୍ଲାପାଳ ଆର୍ ରଘୁରାମ ଆୟାର ଏହି ଜମିରେ ନାଲି ପତାକା ମାରି ତାହାକୁ ପ୍ରଶାସନ ଦଖଲକୁ ନେଇଛନ୍ତି। ପ୍ରଶାସନ ଦଖଲକୁ ଯାଇଥିବା ଏହି ଜମିରେ ଓଡ଼ିଶା କ୍ରିକେଟ ଏକାଡେମୀର ବିଲ୍ଡିଂ, ଖେଳ ପଡ଼ିଆ, ଏକ ଚାରି ମହଲା କୋଠା ଓ ୬ ମହଲା ବିଶିଷ୍ଟ ଏକ ନିର୍ମାଣଧୀନ କୋଠା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ
୨ ବର୍ଷ ପର୍ଯ୍ୟନ୍ତ ସେ ଏହି ପଦରେ ରହିବେ। ଭି. ନାରାୟଣନଙ୍କ ପଖରେ ପ୍ରାୟ ୪ ଦଶନ୍ଧିର ଅନୁଭବ ରହିଛି।
National
ଅଜିତ କୁମାରଙ୍କ ଭୟଙ୍କର କାର ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲା ଜୀବନ
ଦୁବାଇ ଗ୍ରାଣ୍ଡ ଫିକ୍ସରେ ଅଭ୍ୟାସ ବେଳେ ନିୟନ୍ତ୍ରଣ ହରାଇ ରେସିଂ ଟ୍ରାକ୍ କଡ଼ରେ ଥିବା କାନ୍ଥରେ ପିଟି ହୋଇଥିଲା ଅଜିତଙ୍କ କାର। ଦୁର୍ଘଟଣାରେ ଅଭିନେତାଙ୍କର ବିଶେଷ କିଛି କ୍ଷତି ହୋଇନାହିଁ।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।
National
ବ୍ରିଜ ଉପରୁ ୩୧ଟି କୁକୁରଙ୍କୁ ଫୋପାଡ଼ି ଦେଲେ
ଗୋଟିଏ ସାମାଜିକ ଅନୁଷ୍ଠାନ ପକ୍ଷରୁ ଏନେଇ ପୁଲିସ୍ରେ ଅଭିଯୋଗ କରାଯାଇଛି। ସେମାନଙ୍କ କହିବା କଥା ଯେ ଜାନୁଆରୀ ୪ ତାରିଖରେ ଇଡୁମୈଲାରାମ ଗାଁ ନିକଟ ବ୍ରିଜରେ ପୂରା ଘଟଣା ଘଟିଛି।
National
ସଲମାନ୍ ଖାନଙ୍କ ଘରେ ଲାଗିଲା ବୁଲେଟ୍ ପ୍ରୁଫ୍ ଗ୍ଲାସ୍
ସଲମାନଙ୍କ ଘର ସମ୍ମୁଖରେ ପୁଣିଥରେ ସନ୍ଦିଗ୍ଧ ଗତିବିଧି ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ବାନ୍ଦ୍ରାସ୍ଥିତ ଘରେ ଏଥର ଜନ୍ମଦିନ ପାଳନ କରିନଥିଲେ ସଲମାନ।