କଟକ: ଜମି ଅନିୟମିତତା ମାମଲାରେ ଓଡ଼ିଶା ଅଲିମ୍ପିକ ଆସୋସିଏସନକୁ ଲାଗିଛି ଝଟକା। ଆସୋସିଏସନ୍ ଅଧୀନରେ ଥିବା ୨.୭୦୩ ଏକର ଜମିକୁ ଜିଲ୍ଲା ପ୍ରଶାସନ ନିଜ ଅଧୀନକୁ ନେଇଛି। ପୂର୍ବରୁ ଜିଲ୍ଲା ପ୍ରଶାସନ ଗତ ମାର୍ଚ୍ଚ ୧୬ ତାରିଖରେ ଏହି ବିବାଦୀୟ ଜମିକୁ ସରକାରୀ ଖାତାକୁ ଫେରାଇ ଆଣିଥିଲା। କିନ୍ତୁ ପୋଲିସ୍ ଉପସ୍ଥିତିରେ କଟକ ଜିଲ୍ଲାପାଳ ଆର୍ ରଘୁରାମ ଆୟାର ଏହି ଜମିରେ ନାଲି ପତାକା ମାରି ତାହାକୁ ପ୍ରଶାସନ ଦଖଲକୁ ନେଇଛନ୍ତି। ପ୍ରଶାସନ ଦଖଲକୁ ଯାଇଥିବା ଏହି ଜମିରେ ଓଡ଼ିଶା କ୍ରିକେଟ ଏକାଡେମୀର ବିଲ୍ଡିଂ, ଖେଳ ପଡ଼ିଆ, ଏକ ଚାରି ମହଲା କୋଠା ଓ ୬ ମହଲା ବିଶିଷ୍ଟ ଏକ ନିର୍ମାଣଧୀନ କୋଠା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

National
ବହୁ ବିବାହ ପ୍ରଥା ବେଆଇନ! କେମିତି ୨ ଜଣଙ୍କୁ ଗୋଟିଏ ମଣ୍ଡପରେ ବାହା ହେଲେ ସୂର୍ଯ୍ୟ ଦେବ?
ଜଣେ ବ୍ୟକ୍ତିଙ୍କୁ ଗୋଟିଏ ସମୟରେ ଦୁଇ ଜଣ ମହିଳାଙ୍କ ସହ ପ୍ରେମ ହୋଇଯାଇଥିଲା। ୩ ବର୍ଷର ପ୍ରେମ ସମ୍ପର୍କରେ ସେ ଦୁଇ ଜଣଙ୍କୁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ।

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।

National
ନକ୍ସଲ ମୁକ୍ତ ଭାରତ ଅଭିଯାନକୁ ପୁଣି ସଫଳତା: ଟଳିଲେ ୧୬ ମାଓବାଦୀ
ନକ୍ସଲ ମୁକ୍ତ ଅଭିଯାନକୁ ଗୋଟିଏ ପରେ ଗୋଟିଏ ସଫଳତା ମଧ୍ୟ ମିଳିବାରେ ଲାଗିଛି।

Business
କ’ଣ ସେବା ଦେଇ ଗୁପ୍ତ ଭାବେ ଟଙ୍କା ନେଉଛି ବ୍ୟାଙ୍କ?
ଜଣେ ସଞ୍ଚୟ ଖାତାଧାରକ ହୁଅନ୍ତୁ କିମ୍ବା ଚାଲୁ ବା କରେଣ୍ଟ ଆକାଉଣ୍ଟଧାରୀ ହୁଅନ୍ତୁ, ସାଧାରଣ ବ୍ୟାଙ୍କ ଶୁଳ୍କ ସହିତ ଆପଣ ଅପଡେଟ୍ ରହିବା ଭଲ। ଏହା ଆପଣଙ୍କ ବ୍ୟାଙ୍କ ଅଭିଜ୍ଞତାରେ ଉନ୍ନତି ଆଣି ପାରିବ।

National
ପତ୍ନୀଙ୍କ ପରକୀୟା ପ୍ରୀତି ପରେ ହିଂସା ନୁହେଁ ପ୍ରେମକୁ ସମ୍ମାନ ଦେଲେ ବବଲୁ
ବବଲୁ ସ୍ଥାନୀୟ କୋର୍ଟରେ ଗୋଟିଏ ସତ୍ୟପାଠ ଦାଖଲ କରି ପତ୍ନୀଙ୍କ ଠାରୁ ଅଲଗା ହୋଇଥିଲେ ଓ ଏହାପରେ ପତ୍ନୀଙ୍କୁ ନିଜ ପ୍ରେମିକଙ୍କ ହାତରେ ଟେକି ଦେଇଥିଲେ।