ଓଡ଼ିଶାର ରଣଜୀ ଦଳ ଘୋଷିତ: ପୋଦ୍ଦାର ଅଧିନାୟକ, ନଟରାଜ୍ ବାଦ୍

କଟକ: ଆଜି ଓଡ଼ିଶାର ରଣଜୀ ଦଳ ଘୋଷଣା କରାଯାଇଛି। ରଣଜୀ ସିଜିନ୍‌ର ପ୍ରଥମ ମ୍ୟାଚ୍ ପାଇଁ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଗୋବିନ୍ଦ ପୋଦ୍ଦାରଙ୍କୁ ଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି। ଦଳରେ ୪ ଜଣ ନୂଆ ମୁହଁ ସ୍ଥାନ ପାଇଥିବା ବେଳେ ନଟରାଜ ବେହେରା ବାଦ୍ ପଡ଼ିଛନ୍ତି। ଦଳରେ ସ୍ଥାନ ପାଇଥିବା ୪ ନୂଆ ମୁହଁ ହେଲେ ଶୁଭ୍ରାଂଶୁ ସେନାପତି, ସନ୍ଦୀପ ପଟ୍ଟନାୟକ, ଅବିନାଶ ଶାହା ଓ ରଶ୍ମରଞ୍ଜନ  ସାହୁ।

ଆହୁରି ପଢ଼ନ୍ତୁ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ

ଅନୱରଙ୍କ ପରେ ଇଂଲଣ୍ଡରେ ଶାନ ମାସୁଦ କଲେ ଏହି ରେକର୍ଡ

ଆଇପିଏଲ ପାଇଁ ଜାରି ହେଲା ଏସଓପି, ଜାଣନ୍ତୁ କ’ଣ ରହିଛି ନିୟମ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ

ଦୁନିଆର ସବୁଠାରୁ ଦାମୀ କାର୍‌ କିଣିଲେ ରୋନାଲ୍ଡୋ, ଦାମ ଶୁଣିଲେ ହୋସ ଉଡ଼ିଯିବ

ପ୍ରତିଶୁଭେଚ୍ଛାରେ ଦୂତୀଙ୍କୁ ଏମିତି ଲେଖିଲେ ମୋଦି

ଷ୍ଟାର ଖେଳାଳିଙ୍କୁ ୧୦ ମାସ ହେଲା ଦରମା ଦେଇନି ବିସିସିଆଇ

ଆଇପିଏଲର ମୁଖ୍ୟ ସ୍ପୋନସର ‘ଭିଭୋ’କୁ ନେଇ ନିଷ୍ପତ୍ତି ନେଲା ବିସିସିଆଇ

ବାପା ହେଲେ ହାର୍ଦ୍ଦିକ ପାଣ୍ଡ୍ୟା, ଶେୟାର କଲେ ପୁଅର ଫଟୋ

ବ୍ରଡଙ୍କୁ ୧୦ ୱିକେଟ: ଇଂଲଣ୍ଡ ଜିତିଲା ଐତିହାସିକ ଟେଷ୍ଟ ସିରିଜ୍‌