ନୂଆଦିଲ୍ଲୀ: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ଅନେକ। ଏମିତିକି କିଛି ଫ୍ୟାନ୍ ପାଗଳ ମଧ୍ୟ। ଏହାରି ଭିତରେ ଏକ ବିଚିତ୍ର ଖବର ଆସିଛି। ତାହା ହେଉଛି ବିରାଟଙ୍କ ନୈରାଶ୍ୟଜନକ ପ୍ରଦର୍ଶନରେ ହତାଶ ହୋଇ ଜଣେ ଫ୍ୟାନ୍ ଜଣକ ବଞ୍ଚିଯାଇଥିବା ବେଳେ ତାଙ୍କ ଶରୀରରେ ୬୦ ପ୍ରତିଶତ ପୋଡ଼ିଯାଇଛି।
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ୍ ମ୍ୟାଚ୍ରେ ବିରାଟ କିଛି ଖାସ୍ କମାଲ ଦେଖାଇ ପାରିନଥିଲେ। ବିରାଟଙ୍କ ଏହି ପ୍ରଦର୍ଶନରେ ତାଙ୍କର ଜଣେ ଫ୍ୟାନ ମର୍ମାହାତ ହୋଇପଡ଼ିଥିଲେ। ଆଉ ନିରାଶ ହୋଇ ନିଜକୁ ଆତ୍ମାହୁତି ପାଇଁ ଉଦ୍ୟମ କରିଥିଲେ। ନିଜ ଶରୀରକୁ ନିଆଁ ଲଗେଇ ଦେବାରୁ ୬୦ ପ୍ରତିଶତ ଜଳିଯାଇଛି। ଖବର ମୁତାବକ ମଧ୍ୟପ୍ରଦେଶରେ ରହୁଥିବା ୬୩ ବର୍ଷୀୟ ବାବୁଲାଲ ବେରଭା ବିରାଟଙ୍କ ଜଣେ ବଡ ପ୍ରଶଂସକ। ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିରାଟଙ୍କ ନିରାଶଜନକ ପ୍ରଦର୍ଶନ ଅତ୍ୟନ୍ତ ଦୁର୍ବଳ ଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ସୌଭାଗ୍ୟବଶଃତ ସେ ବର୍ତ୍ତିଯାଇଛନ୍ତି। ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।