ସେପ୍ଟେମ୍ବର ୩୦ରେ ଓଡ଼ିଶା ଅଲିମ୍ପିକ୍‌ ଆସୋସିଏସନ୍ ନିର୍ବାଚନ

କଟକ: ଆସନ୍ତା ସେପ୍ଟେମ୍ବର ୩୦ ତାରିଖରେ ହେବ ଓଡ଼ିଶା ଅଲିମ୍ପିକ୍‌ ଆସୋସିଏସନ୍ ନିର୍ବାଚନ। ଆଜି ଆସୋସିଏସନ୍‌ର କାଉନ୍‌ସିଲ୍‌ ବୈଠକରେ ଏହି ନିଷ୍ପତ୍ତି ହୋଇଛି।

୧୧ ଜଣ ପଦାଧିକାରୀ ଓ ୧୧ ଜଣ କାଉନସିଲ୍ ସଦସ୍ୟଙ୍କ ପାଇଁ ଏହି ନିର୍ବାଚନ ଅନୁଷ୍ଠିତ ହେବ।

ଓଡ଼ିଶା ଅଲିମ୍ପିକ୍ ଆସୋସିଏସନ୍‌ର ଜମି ଜାଲିଆତି ମାମଲା ସୁପ୍ରିମ୍‌କୋର୍ଟରେ ବିଚାରାଧୀନ ଥିବାରୁ ତତ୍‌କାଳୀନ ସଂପାଦକ ଆଶୀର୍ବାଦ ବେହେରାଙ୍କୁ ତାଙ୍କ ପଦରୁ ଦୂରେଇ ରଖାଯାଇଥିବା ବେଳେ ସମ୍ପାଦକ ଦାୟିତ୍ୱ ତୁଲାଉଛନ୍ତି ରବୀନ୍ଦ୍ର ପରିଡ଼ା।

ଆହୁରି ପଢ଼ନ୍ତୁ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ

ସଚିନ ଓପନ କରନ୍ତି, ହେଲେ କାହିଁକି ପ୍ରଥମ ବଲ୍‌ ଷ୍ଟ୍ରାଇକ୍‌ କରନ୍ତି ନାହିଁ? ଗୁମର ଖୋଲିଲେ ଦାଦା

‘ଜଣେ କାହା ସହିତ କୌଣସି ସମୟରେ ପ୍ରେମରେ ପଡ଼ିପାରେ’

ବରିଷ୍ଠ ଖେଳାଳିଙ୍କୁ ଜେରା ପରେ ୨୦୧୧ ବିଶ୍ୱକପ୍ ଫିକ୍ସିଂ ଅଭିଯୋଗର ତଦନ୍ତ ଉପରେ ରୋକ ଲଗାଇଲା ଶ୍ରୀଲଙ୍କା

୨୦୧୧ ବିଶ୍ୱକପ ଫିକ୍ସିଂ ହୋଇଥିଲା କି? ସାଙ୍ଗାକାରାଙ୍କୁ ୧୦ ଘଣ୍ଟା ଜେରା

କୋଚଙ୍କ ବେକରେ ଛୁରୀ ଲଗାଇ ଦେଇଥିଲେ ପାକ୍‌ର ଏହି ପୂର୍ବତନ ବ୍ୟାଟସମ୍ୟାନ!

ପରଲୋକରେ ମହାନ କ୍ରିକେଟର ଏଭେରଟନ ଓ୍ୱିକେସ

ଆଇସିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଶଶାଙ୍କ ମନୋହର

ରବି ଶାସ୍ତ୍ରୀଙ୍କୁ ପୂର୍ବତନ ପାକ୍‌ କ୍ରିକେଟରଙ୍କ ପ୍ରଶଂସା