ମୁମ୍ବାଇ:କୋଲକାତାର ଇଡେନ୍ ଗାର୍ଡେନରେ ଆସନ୍ତା ଶନିବାର ଦିନ ଭାରତ ଓ ତା’ର ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ମଧ୍ୟରେ ଆଇସିସି ଟି-୨୦ ବିଶ୍ୱକପ୍ର ହେବିୱେଟ୍ ମ୍ୟାଚ୍ ହେବ। ସେଥିପାଇଁ ଆଜିଠାରୁ ଲେଟେରୀ ମାଧ୍ୟମରେ ଅନଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। ଆଜି ଦିନ ୧୨ଟାରୁ ଆସନ୍ତା ୪୮ ଘଣ୍ଟା ପାଇଁ ୱେବ୍ ସାଇଟରେ ଉପଲବ୍ଧ ହୋଇଛି ଅନଲାଇନ୍ ଟିକେଟ୍ ବିକ୍ରି ସୁବିଧା। ୱେବ୍ ସାଇଟ୍ରେ ଅନଲାଇନ୍ରେ ଭାରତ-ପାକ୍ କ୍ରିକେଟ୍ ଫ୍ୟାନ୍ ପଞ୍ଜୀକୃତ କରିବା ପରେ ଏକ ପଦ୍ଧତିରେ ଲଟେରୀ କରାଯିବ। ଲଟେରୀ ଜିତିଥିବା ବ୍ୟକ୍ତିଙ୍କୁ ମ୍ୟାଚ୍ ଦେଖିବାର ସୁବିଧା ମିଳିପାରିବ ବୋଲି ଶନିବାର ସୂଚନା ଦେଇଛି ବିସିସିଆଇ।
କ୍ରିକେଟ ପ୍ରେମୀମାନେ ଏହି ଲିଙ୍କରେ https://in.bookmyshow.com/sports/cricket/icc-worldt20-2016] ଅନ୍ଲାଇନ୍ ଟିକେଟ୍ ପାଇପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।