ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଏବେ ଚର୍ଚ୍ଚା ଜୋର। ସେ ବର୍ତ୍ତମାନ ଦମଦାର୍ ଫର୍ମରେ ଅଛନ୍ତି। ବ୍ୟାଟିଂ ହେଉ ଅବା ବୋଲିଂ ସବୁଥିରେ ସେ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଦେଉଛନ୍ତି। ପ୍ରଥମେ ଶ୍ରୀଲଙ୍କା ସିରିଜରେ ନିଜର ଦମଦାର ପ୍ରଦର୍ଶନ ପରେ ଏବେ ଅଷ୍ଟ୍ରେଲିଆ ବିପକ୍ଷରେ ସେ ନିଜର ଜଲ୍ବା ଦେଖାଉଛନ୍ତି। ମ୍ୟାଚ୍ ବେଳେ ସେ ଛକା ପରେ ଛକା ମାରି ଦର୍ଶକଙ୍କ ମନୋରଞ୍ଜନର ମଧ୍ୟ ଖୋରାକ ପାଲଟିଯାଇଛନ୍ତି। ପାଣ୍ଡ୍ୟାଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ପାଣ୍ଡ୍ୟାଙ୍କୁ କେହି କେହି କପିଲ ଦେବଙ୍କ ସହ ତୁଳନା ମଧ୍ୟ କରିଛନ୍ତି। କପିଲ ଦେବ ଯେଉଁଭଳି ବୋଲିଂ ଓ ବ୍ୟାଟିଂରେ ଦମଦାର ପ୍ରଦର୍ଶନ କରି ଭାରତକୁ ପ୍ରଥମ ବିଶ୍ୱକପ ଜିତାଇଥିଲେ ସେହିପରି ଭାରତୀୟ ଦଳରେ ବର୍ତ୍ତମାନ ପାଣ୍ଡ୍ୟା ପ୍ରଦର୍ଶନ କରିଚାଲିଛନ୍ତି। ଏଭଳି ପରିସ୍ଥିତିରେ ଖୋଦ କପିଲ ଦେବ ମୁହଁ ଖୋଲିଛନ୍ତି। ମୋ ଠାରୁ ପାଣ୍ଡ୍ୟା ଭଲ ଖେଳାଳି ବୋଲି କପିଲ ଦେବ ସ୍ୱୀକାର କରିଛନ୍ତି। କପିଲ ଏହା ମଧ୍ୟ କହିଛନ୍ତି ଯେ ପାଣ୍ଡ୍ୟା ଆହୁରି ଅଧିକ ଉନ୍ନତ ମାନର ପ୍ରଦର୍ଶନ କରିବା ଆବଶ୍ୟକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।