ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତର ପୂର୍ବତନ ଖେଳାଳି କପିଲ ଦେବ କହିଛନ୍ତି, ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଯେଉଁଭଳି ଭୁଲ୍ କଲେ ଏହା ଅତ୍ୟନ୍ତ ନୈରାଶ୍ୟଜନକ। ଏହିପରି ଭୁଲ ଯଦି ଆଗକୁ କରନ୍ତି ତେବେ ତାଙ୍କୁ କପିଲ ଦେବଙ୍କ ସହ ତୁଳନା କରିବା ଠିକ୍ ହେବନାହିଁ। ପୂର୍ବରୁ ପାଣ୍ଡ୍ୟାଙ୍କୁ ଅନେକ ଥର କପିଲ ଦେବଙ୍କ ସହ ତୁଳନା କରାଯାଇଛି। କପିଲ ଦେବଙ୍କ ପରେ ପାଣ୍ଡ୍ୟାଙ୍କୁ ସର୍ବଶ୍ରେଷ୍ଠ ଅଲରାଉଣ୍ଡର୍ ବୋଲି କୁହାଯାଏ।
ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବୋଲର ଲୁଙ୍ଗିଙ୍କ ଏକ ବାହାରେ ଯାଉଥିବା ବଲକୁ ସ୍ଲିପ୍ରେ ଖେଳିବାକୁ ଯାଇ ୱିକେଟ୍ କିପରଙ୍କ ହାତରେ ହାଉଟ୍ ହୋଇଥିଲେ। ପ୍ରଥମ ଇଂନିସରେ ବି ସେ ରନ୍ ଆଉଟ୍ ହୋଇଥିଲେ। କାରଣ କ୍ରିଜ୍ ଉପରେ ତାଙ୍କର ବ୍ୟାଟ୍ ନଥିଲା। ପାଣ୍ଡ୍ୟାଙ୍କ ଏପରି ଆଉଟ୍ ହେବା ପରେ ଅନେକ ପୂର୍ବ କ୍ରିକେଟର୍ ତାଙ୍କୁ ସମାଲୋଚନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।