କ୍ଷୋଭ ପ୍ରକାଶ କଲେ ପାରାଲିମ୍ପିଆନ୍ ପ୍ରମୋଦ ଭଗତ ! ସେ ଓଡ଼ିଶାର କ୍ରୀଡ଼ାନୀତିକୁ ସଂଶୋଧନ କରିବାକୁ ରାଜ୍ୟ ସରକାରଙ୍କୁ ନିବେଦନ କରିଛନ୍ତି। ନିକଟରେ ଥାଇଲାଣ୍ଡରେ ବିଶ୍ୱ ପାରା ବ୍ୟାଡମିଣ୍ଟନ ଚାମ୍ପିୟାନସିପରେ ଗୋଟିଏ ସ୍ବର୍ଣ୍ଣ ପଦକ ଏବଂ ଦୁଇଟି ବ୍ରୋଞ୍ଜ ପଦକ ଜିଣି ଓଡିଶା ଫେରିବା ପରେ ରାଜ୍ୟ ସରକାର ତାଙ୍କ କଥା ଭୁଲି ଯାଇଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ତେବେ ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଷ୍ଟାର୍ ପାରା ଶଟଲର୍ ହେଉଛନ୍ତି ପ୍ରମୋଦ ଭଗତ। ଓଡ଼ିଶାର ଗର୍ବ ତଥା ପ୍ରଥମ ଓଡ଼ିଆ ଖେଳାଳି ଭାବରେ ଭାରତର ଶ୍ରେଷ୍ଠ କ୍ରୀଡା ସମ୍ମାନ ‘ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର’ ଲାଭ କରିଥିଲେ ପାରାଲିମ୍ପିଆନ୍ ପ୍ରମୋଦ ଭଗତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Sports
'ଚାମ୍ପିୟନ୍ସ ଟ୍ରଫି ଟୁର୍' ନୂଆ କାର୍ଯ୍ୟସୂଚୀ ଜାରି, ପିଓକେକୁ ବାଦ ଦେଲା ଆଇସିସି
ଚାମ୍ପିୟନ୍ସ ଟ୍ରଫି ଟୁର୍ ପାଇଁ ନୂଆ ସହରର ତାଲିକା ଘୋଷଣା କରିଛି ଆଇସିସି। ଏଥିରେ ପିଓକେର କୌଣସି ସହର ନାହିଁ।
Hockey
ଇତିହାସ ରଚିଲା ଓଡ଼ିଶା ପୁରୁଷ ହକି ଦଳ, ପ୍ରଥମ ଥର ପାଇଁ ଜିତିଲା ଜାତୀୟ ସିନିୟର ହକି ଚାମ୍ପିୟନଶିପ
ସେମି ଫାଇନାଲରେ ମଣିପୁରକୁ ୪-୨ ଗୋଲରେ ପରାସ୍ତ କରି ଓଡ଼ିଶା ଦଳ ଫାଇନାଲରେ ପ୍ରବେଶ କରିଥିଲା।
Cricket
ଦକ୍ଷିଣ-ଆଫ୍ରିକାରେ ଟି-ଟ୍ୱେଣ୍ଟି ସିରିଜ କବଜା କଲା ଟିମ୍ ଇଣ୍ଡିଆ
ଦକ୍ଷିଣ-ଆଫ୍ରିକାରେ ଟି-୨୦ ସିରିଜ ଜିତିଲା ଭାରତ । ଘରୋଇ ଦକ୍ଷିଣ ଆଫ୍ରିକାକୁ ୪ଟିକିଆ ଟି-୨୦ ସିରିଜରେ ୧/୩ରେ ମାତ ଦେଇଛି ସୂର୍ଯ୍ୟକୁମାର ଯାଦବଙ୍କ ଟିମ୍ ଇଣ୍ଡିଆ ।
Cricket
ପୁଣି ଥରେ ବାପା ହେଲେ ରୋହିତ ଶର୍ମା
ଗତକାଲି ରୋହିତଙ୍କ ପତ୍ନୀ ରିତିକା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ପୂର୍ବରୁ ରୋହିତ ଶର୍ମାଙ୍କର ଏକ ଝିଅ ରହିଛି।
Cricket
ଶେଷ ଟି-୨୦ରେ ଭାରତର ରେକର୍ଡ ରନ ବର୍ଷା, ସାମସନ ଓ ତିଲକଙ୍କ ବିସ୍ଫୋରକ ଶତକ
ସାମସନ ୫୬ ବଲରେ ଅପରାଜିତ ୧୦୯ ଓ ତିଲକ ବର୍ମା ୪୭ ବଲରେ ଅପରାଜିତ ୧୨୦ ରନର ଇନିଂସ ଖେଳିଛନ୍ତି। ଏହି ବିସ୍ଫୋରକ ବ୍ୟାଟିଂ ଯୋଗୁ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ମାତ୍ର ଗୋଟିଏ ୱିକେଟ ହରାଇ ୨୮୩ ରନ କରିଛି।