ପ୍ୟାରିସ ଅଲିମ୍ପିକ୍ସରେ ଜାରି ରହିଛି ଭାରତୀୟ ପ୍ରତିଯୋଗୀଙ୍କ ପ୍ରଦର୍ଶନ। ଆଜି ଇଭେଣ୍ଟର ଷଷ୍ଠ ଦିନରେ ଏକାଧିକ ପ୍ରତିଯୋଗିତା ରହିଛି। ଆଜି ଭାରତକୁ ଆଉ ଏକ ପଦକ ମିଳିପାରେ ବୋଲି ଆଶା କରାଯାଉଛି। ଶୁଟର ସ୍ୱପ୍ନିଲ କୁଶାଲେ ଫାଇନାଲକୁ ଯାଇଥିବାରୁ ସେ ଖୁସି ଖବର ଦେଇପାରନ୍ତି।
ଆଜି ଦିନ ଗୋଟାଏରେ ୫୦ ମିଟର ରାଇଫଲ ଥ୍ରୀ ପୋଜିସନ୍ ଫାଇନାଲ ମ୍ୟାଚ୍ ଖେଳାଯିବ। ଏହି ଇଭେଣ୍ଟରେ କୁଶାଲେ ପ୍ରତିଯୋଗିତା କରିବେ।ସେହିପରି ୨୦ କିଲୋମିଟର ରେସ୍ (ପୁରୁଷ ଓ ମହିଳା) ଇଭେଣ୍ଟ ରହିଛି। ଆଜି ମଧ୍ୟ ହକି ମ୍ୟାଚ୍ ଖେଳାଯିବ।
Also Read
ଦିନ ସାଢେ ଗୋଟାଏରେ ଶକ୍ତିଶାଳୀ ବେଲଜିୟମକୁ ଭେଟିବ ପୁରୁଷ ହକି ଟିମ୍। ସେପଟେ ବକ୍ସିଂରେ ନିଖତ ଜରିନ୍ ଆଜି ପ୍ରିକ୍ୱାର୍ଟର ମ୍ୟାଚ ଖେଳିବେ, ବ୍ୟାଡମିଣ୍ଟନରେ ପୁରୁଷ ଏକକରେ ଲକ୍ଷ୍ୟ ସେନ୍ ଏବଂ ପୁରୁଷ ଯୁଗଳରେ ସାତ୍ୱିକ-ଚିରାଗ ଯୋଡ଼ି ମୁକାବିଲା କରିବେ।
ତେବେ ବର୍ତ୍ତମାନ ସୁଦ୍ଧା ଭାରତକୁ ୨ଟି ବ୍ରୋଞ୍ଜ ପଦକ ମିଳିଛି। ଷଷ୍ଠ ଦିନରେ ଭାରତୀୟ ଆଥଲେଟ ଗୋଲ୍ଡ ଜିତିବା ନେଇ ଆଶା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Sports
ରଣଜୀ ଖେଳିବେ କୋହଲି-ପନ୍ତ! ଦିଲ୍ଲୀ ସମ୍ଭାବ୍ୟ ଦଳରେ ଆସିଲା ନାଁ
କୋହଲି ଓ ପନ୍ତଙ୍କ ବ୍ୟତୀତ ହର୍ଷିତ ରାଣାଙ୍କ ନାଁ ମଧ୍ୟ ଦିଲ୍ଲୀର ସମ୍ଭାବ୍ୟ ଖେଳାଳି ତାଲିକାରେ ରହିଛି।
Cricket
BCCI କଠୋର, ଏଣିକି ଖେଳାଳିଙ୍କ ସାଙ୍ଗରେ ଯାଇପାରିବେନି ପତ୍ନୀ!
ନୂଆ ନିୟମ ଅନୁଯାୟୀ, ଟୁର୍ଣ୍ଣାମେଣ୍ଟ ମଧ୍ୟରେ ପତ୍ନୀମାନେ ଖେଳାଳିଙ୍କ ସହିତ ରହି ପାରିବେ ନାହିଁ। ପରିବାରକୁ କେବଳ ଦୁଇ ସପ୍ତାହ ପାଇଁ ରହିବାକୁ ଅନୁମତି ମିଳିବ।
Sports
ଚାମ୍ପିୟନ୍ସ ଟ୍ରଫି ପାଇଁ ଘୋଷଣା ହେଲା ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ସ୍କ୍ୱାଡ
ଅଷ୍ଟ୍ରେଲିଆ ସ୍କ୍ୱାଡକୁ ଫେରିଲେ ଅଧିନାୟକ କମିନ୍ସ ଓ ଜୋଶ ହାଜଲେଉଡ। ବାଭୁମାଙ୍କ ନେତୃତ୍ୱାଧୀନ ଦକ୍ଷିଣ ଆଫ୍ରିକା ଟିମକୁ ନୋର୍କିଆଙ୍କ କମବ୍ୟାକ୍।
Cricket
ଓଡ଼ିଶାର ସୁନା ଝିଅ ପାୟଲ, ହାତ ଗୋଡ଼ ନଥାଇ ବି ତୀରନ୍ଦାଜିରେ ଜିତିଲେ ସ୍ୱର୍ଣ୍ଣ
ଓଡ଼ିଶା ପାଇଁ ସେ ଜାତୀୟ ସିନିୟର ତୀରନ୍ଦାଜି ଚାମ୍ପିୟନଶିପରେ ଜିତିଛନ୍ତି ସ୍ୱର୍ଣ୍ଣ। ହାତ ଗୋଡ଼ ନଥାଇ ବି ସେ ସ୍ୱର୍ଣ୍ଣିମ ଇତିହାସ ସୃଷ୍ଟି କରିଛନ୍ତି। ଏଥିପାଇଁ ତାଙ୍କୁ ଚାରିଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଖୋଦ ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋଶାଲ ମିଡିଆରେ ପାୟଲଙ୍କୁ ସ୍ୱର୍ଣ୍ଣ ପଦକ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।
Sports
ଆଉ କିଛିମାସ ନେତୃତ୍ୱ ନେବାକୁ ଚାହୁଁଛନ୍ତି ରୋହିତ! ଚାମ୍ପିୟନ୍ସ ଟ୍ରଫି ପରେ..
ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ରୋହିତ ଆଉ କିଛିମାସ ଅଧିନାୟକ ରହିବାକୁ ଚାହୁଁଥିବା ବିସିସିଆଇକୁ ଜଣାଇଛନ୍ତି। ଚାମ୍ପିୟନ୍ସ ଟ୍ରଫି ପରେ ସେ ନିଜ ଅନ୍ତର୍ଜାତୀୟ କ୍ୟାରିୟରରେ ପୂର୍ଣ୍ଣଚ୍ଛେଦ ଟାଣିପାରନ୍ତି।