କୋଲଖାତା: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଇଡେନ୍ ଗାର୍ଡେନ୍ସର ପାରମ୍ପରିକ୍ ବେଲ୍ ବଜାଇ ଐତିହାସିକ ଦିବାରାତ୍ର ଟେଷ୍ଟକୁ ଆନୁଷ୍ଠାନିକ ଭାବେ ଉଦଘାଟନ୍ କରିଛନ୍ତି। ଶୁକ୍ରବାର ସକାଳେ ପ୍ରଧାମମନ୍ତ୍ରୀ ଶେଖ ହସିନା ସ୍ୱତନ୍ତ୍ର ବାଂଲାଦେଶ ବିମାନ ଯୋଗେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ।
ସେଠାରେ ତାଙ୍କୁ କୋଲକାତା ମେୟର ଏବଂ ପଶ୍ଚିମବଙ୍ଗ ନଗର ଉନ୍ନୟନ ଓ ପୌରପାଳିକା ବ୍ୟାପାର ମନ୍ତ୍ରୀ ଫିରହାଦ୍ ହାକିମ୍, ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି, ବାଲାଦେଶ ହାଇ କମିଶନର ଟୁ ଇଣ୍ଡିଆ ସୟଦ ମୁଆଜେମ୍ ଅଲୀ ଏବଂ ଭାରତୀୟ ହାଇକମିଶନର ଟୁ ବାଂଲାଦେଶର ରିଭା ଗାଙ୍ଗୁଲି ଦାସ ସ୍ୱାଗତ କରିଥିଲେ।
ଏହା ପରେ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସୁରକ୍ଷା ସହ ତାଜ ବେଙ୍ଗଲ ହୋଟେଲକୁ ନିଆଯାଇଥିଲା। ଷ୍ଟାଡିୟମରେ ଶେଖ ହସିନାଙ୍କ ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗ ଦେଇଥିଲେ। ଦୁହେଁ ବେଲ୍ ବଜାଇ ମ୍ୟାଚକୁ ଉଦଘାଟନ କରିଥିଲେ। ଏହି ଅବସରରେ ଶେଖ ହସିମା ଉଭୟ ଦଳର ଖେଳାଳିଙ୍କୁ ସାକ୍ଷାତ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାସ୍ତାରେ ଖେଳୁଥିଲା ଛୋଟ ଛୁଆ, ଚଢ଼ିଗଲା କ୍ୟାବ୍
ରାସ୍ତାରେ ଖେଳୁଥିଲା ଛୋଟ ଛୁଆ । ଏହି ସମୟରେ ଘଟିଲା ଅଘଟଣ। ଦ୍ରୁତ ଗତିରେ ଆସୁଥିବା ଏକ କ୍ୟାବ୍ ପିଲାଟି ଉପରେ ଚଢ଼ିଗଲା।
National
ଆଉ ନାହାନ୍ତି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା।
National
ବିଗିଡ଼ିଲା ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା, ଏମ୍ସରେ ହେଲେ ଭର୍ତ୍ତି
ଏବେ ସେଠାରେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ ପକ୍ଷରୁ କରାଯାଉଛି। କିନ୍ତୁ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
National
ଦରମା ଥିଲା ୧୩ ହଜାର, କିନ୍ତୁ ଠକି ନେଲା ୨୧ କୋଟି: ଗର୍ଲଫ୍ରେଣ୍ଡକୁ ଦେଇଥିଲା 4BHK ଫ୍ଲାଟ
ପୁଲିସ୍ କହିଛି ଯେ ଏହି ଟଙ୍କାରେ ୧.୨ କୋଟି ବଳରେ ଗୋଟିଏ BMW, ୧.୩ କୋଟି ଟଙ୍କାରେ ଗୋଟିଏ ଏସ୍ୟୁଭି ଓ ୩୨ ଲକ୍ଷ ଟଙ୍କା ବଳରେ ଗୋଟିଏ BMW ବାଇକ କିଣା ଯାଇଥିଲା।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।